Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସାହିତ୍ୟ ପାଇଁ ଲୁଇସ୍‌ ଗ୍ଲୁକଙ୍କୁ ମିଳିବ ନୋବେଲ୍‌
ଅନ୍ତରାଷ୍ଟ୍ରୀୟ

ସାହିତ୍ୟ ପାଇଁ ଲୁଇସ୍‌ ଗ୍ଲୁକଙ୍କୁ ମିଳିବ ନୋବେଲ୍‌

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାହିତ୍ୟ କ୍ଷେତ୍ର ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଆମେରିକା କବୟିତ୍ରୀ ଲୁଇସ୍‌ ଗ୍ଲୁକ୍‌ଙ୍କୁ ଚଳିତ ବର୍ଷ ପାଇଁ ସାହିତ୍ୟରେ ସମ୍ମାନଜନକ ନୋବେଲ୍‌ ପୁରସ୍କାର ମିଳିବ ନେଇ ଘୋଷଣା କରାଯାଇଛି । ଲୁଇସ୍‌ଙ୍କ ଅନନ୍ୟ କାବ୍ୟାତ୍ମକ ସ୍ବର ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ ।

ସୂଚନାଯୋଗ୍ୟ 1901 ମସିହାରୁ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯାଉଛି । 1901 ମସିହାରୁ ନୋବେଲ୍‌ ଫାଉଣ୍ଡେସନ୍‌ ଦ୍ବାରା ଏହି ଆଓ୍ବାର୍ଡ ପ୍ରଦାନ କରାଯାଇଥାଏ। ସ୍ବିଡେନ୍‌ର ବୈଜ୍ଞାନିକ ଆଲଫ୍ରଡ୍‌ ବର୍ଣ୍ଣାଡ୍‌ ନୋବେଲ୍‌ଙ୍କ ସ୍ମୃତିରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ଆଲଫ୍ରଡ୍‌ ନୋବେଲ୍‌ଙ୍କ ମୃତ୍ୟୁ ପୂର୍ବରୁ ନିଜ ସମ୍ପତ୍ତିର ଏକ ବଡ ଅଂଶ ଏହି ଟ୍ରଷ୍ଟ ପାଇଁ ସୁରକ୍ଷିତ ରଖାଯାଇଛି । 1901 ମସିହାରେ ପ୍ରଥମେ ନୋବେଲ୍‌ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଥିଲା । ନୋବେଲ୍‌ ପୁରସ୍କାରର 119 ବର୍ଷ ମଧ୍ୟରେ ଦୁଇ ଥର ସାହିତ୍ୟରେ ନୋବେଲ୍‌ ପୁରସ୍କାରକୁ ସ୍ଥଗିତ ରଖାଯାଇଥିଲା। 1943 ମସିହାରେ ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ଏହି ପୁରସ୍କାରକୁ ସ୍ଥଗିତ ରଖାଯାଇଥିବାବେଳ ଦ୍ବିତୀୟ ଥର ଏହା 2018 ମସିହାରେ ଏହି ପୁରସ୍କାରକୁ ସ୍ଥଗିତ ରଖାଯାଇଥିଲା । ଯୌନ କେଳେଙ୍କାରୀକୁ ନେଇ 2018 ମସିହାରେ  ସାହିତ୍ୟ ପାଇଁ ନୋବେଲ୍‌ ପୁରସ୍କାରକୁ ବାତିଲ୍ କରାଯାଇଥିଲା । ‌(ଏଜେନ୍ସି)

2020 Nobel Prize literature
Share. Facebook Twitter LinkedIn Email WhatsApp Copy Link

Related Posts

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026
Latest News

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.