Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 12ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଆଜିର ଖବର

ଆସନ୍ତା 12ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

October 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା 12 ତାରିଖରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । 12 ତାରିଖରୁ 22 ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। 26ଟି ପରୀକ୍ଷା କେନ୍ଦ୍ରରେ 62 ହଜାର 189 ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରତ୍ୟେକ ଦିନ ତିନୋଟି ପର୍ଯ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହେବ ।   ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ ପୂଜା ଛୁଟି ପରେ ସ୍କୁଲ ଓ କଲେଜ ଖୋଲିଲେ ପାଠ ପଢ଼ା ହେବ ବୋଲି ସୂଚନା ମିଳିଛି । ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଆଇସୋଲେସନ ରୁମ୍ ର ବ୍ୟବସ୍ଥା କରାଯାଇଛି। ଚଳିତଥର 83ଟି ଷ୍ଟ୍ରିମରେ ନାମଲେଖା ହେଉଛି । 14 ହଜାର 700 ସିଟ୍‌ ପାଇଁ ଆବେଦନ କରିଛନ୍ତି 62 ହଜାର 200 ଛାତ୍ରଛାତ୍ରୀ । 26ଟି ସେଣ୍ଟରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ । ନଭେମ୍ବର 7ରେ ମେରିଟ୍ ଲିଷ୍ଟ ବାହାରିବ ବୋଲି ସୂଚନା ଦେଇଛନ୍ତି ଶାଶ୍ବତ ମିଶ୍ର । ପ୍ରତ୍ୟେକ ପରୀକ୍ଷାର ଅବଧି 90 ମିନିଟ୍‌ ରହିଥିବାବେଳେ  ଓ.ଏମ୍.ଆର. ସିଟରେ 70ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ । ଛାତ୍ରଛାତ୍ରୀ ନାମଲେଖା ନିମନ୍ତେ ଏକାଧିକ ବିଷୟରେ ପରୀକ୍ଷା ଦେବାର ସୁବିଧା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ଚଳିତ ଥର ପ୍ରଥମର ପାଇଁ ରାଜ୍ୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.