Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 2546 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 2546 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜ୍ୟରେ ଆଜି  2ହଜାର 546କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1504ଜଣ ଚିହ୍ନଟ ହୋଇଥିବାବେଳେ 1042ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 52ହଜାର239କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 24 ହଜାର 273ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 26ହଜାର891ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 1006ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2ହଜାର 546ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 410ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 208, ବାଲେଶ୍ବରରୁ 103, ବରଗଡରୁ 92, ଭଦ୍ରକରୁ 34, ବଲାଙ୍ଗିରରୁ 85,  ବୌଦ୍ଧରୁ 37, କଟକରୁ 134, ଦେବଗଡରୁ 14, ଢେଙ୍କାନାଳରୁ 25,  ଗଜପତିରୁ 10, ଗଞ୍ଜାମରୁ 34, ଜଗତସିଂହପୁରରୁ 86, ଯାଜପୁରରୁ 90, ଝାରସୁଗୁଡାରୁ 57, କଳାହାଣ୍ଡିରୁ 75, କନ୍ଧମାଳରୁ 49, କେନ୍ଦ୍ରାପଡାରୁ 75, କେଉଁଝରରୁ 43, କୋରାପୁଟରୁ 72, ମାଲକାନଗିରିରୁ 27,  ମୟୂରଭଞ୍ଜରୁ 120, ନବରଙ୍ଗପୁରରୁ 60, ନୟାଗଡରୁ 48, ନୂଆପଡାରୁ 88, ପୁରୀରୁ 70, ରାୟଗଡାରୁ 21,  ସମ୍ବଲପୁରରୁ 84, ସୋନପୁରରୁ 48, ସୁନ୍ଦରଗଡରୁ 161ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 86ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 13, 2026

ଥିରୁବନନ୍ତପୁରମ ନଗର ନିଗମ ଉପନିର୍ବାଚନରେ ବିଜେପି ପରାସ୍ତ, ସଂଖ୍ୟାଗରିଷ୍ଠତାରୁ ବଞ୍ଚିତ!

January 13, 2026

ଓଡ଼ିଶା@୨୦୩୬ ଠାରୁ ଦୋକାନ ବଜାର ପର୍ଯ୍ୟନ୍ତ: ପିଏମ୍ ଶ୍ରୀ ଉତ୍ସବରେ ଛାତ୍ର ପ୍ରତିଭାର ପ୍ରଦର୍ଶନ

January 13, 2026

ଗୌତମ ଗମ୍ଭୀରଙ୍କ ଉପରେ ପକ୍ଷପାତିତା ଅଭିଯୋଗ: ଆୟୁଷ ବଦୋନିଙ୍କ ଚୟନକୁ ନେଇ ପ୍ରଶ୍ନ

January 13, 2026
Latest News

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

କେନ୍ଦୁଝରରେ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 13, 2026

ଥିରୁବନନ୍ତପୁରମ ନଗର ନିଗମ ଉପନିର୍ବାଚନରେ ବିଜେପି ପରାସ୍ତ, ସଂଖ୍ୟାଗରିଷ୍ଠତାରୁ ବଞ୍ଚିତ!

January 13, 2026

ଓଡ଼ିଶା@୨୦୩୬ ଠାରୁ ଦୋକାନ ବଜାର ପର୍ଯ୍ୟନ୍ତ: ପିଏମ୍ ଶ୍ରୀ ଉତ୍ସବରେ ଛାତ୍ର ପ୍ରତିଭାର ପ୍ରଦର୍ଶନ

January 13, 2026

ଗୌତମ ଗମ୍ଭୀରଙ୍କ ଉପରେ ପକ୍ଷପାତିତା ଅଭିଯୋଗ: ଆୟୁଷ ବଦୋନିଙ୍କ ଚୟନକୁ ନେଇ ପ୍ରଶ୍ନ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.