Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ : ତେଣ୍ଟା ମାଡରେ ଦୁଇ ମୃତ, ଛଅ ଆହତ
ଆଜିର ଖବର

ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ : ତେଣ୍ଟା ମାଡରେ ଦୁଇ ମୃତ, ଛଅ ଆହତ

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମଗିରି : ଦୁଇ ପରିବାର ମଧ୍ୟର ରକ୍ତାକ୍ତ ସଂଘର୍ଷ ହୋଇଛି । ଦୁଇ ପରିବାର ମଧ୍ୟରେ ଚାଲିଥିବା ଝଗଡା ଯୋଗୁଁ ତେଣ୍ଟା ମାଡରେ 2 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଛଅ ଜଣ ଆହତ ହୋଇଛନ୍ତି । ମୃତକ ଦ୍ବୟ ହେଲେ କାଳିଆ ଭୋଇ,  ସୁରିଆ ଭୋଇ ।

ମିଳିଥିବା ସୂଚନା ଅନୁସାରେ ବ୍ରହ୍ମଗିରି ଥାନା ଡିମିରିଶେଣା ହରିଜନ ସାହିରେ ଜମିବାଡି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏହି ଘଟଣାରେ ଗୁରୁତର ଛଅଜଣଙ୍କୁ ରେବଣା ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ପୁରୀକୁ ସ୍ଥାନାନ୍ତର କରାଯାଇଥିବାର ଖବର ମିଳିଛି ।  ପାଣି ପାଇପ ପକାଇବାକୁ ନେଇ ଦୁଇ ଗୋଷ୍ଠୀ ସଂଘର୍ଷ ହୋଇଥିବାର ସୂଚନା ରହିଛି ।

ରକ୍ତାକ୍ତ ସଂଘର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.