Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀପାବଳି ପୂର୍ବରୁ ଏହି ରାଜ୍ୟରେ ଖୋଲିବ ନାହିଁ ସ୍କୁଲ : ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି
ଆଜିର ଖବର

ଦୀପାବଳି ପୂର୍ବରୁ ଏହି ରାଜ୍ୟରେ ଖୋଲିବ ନାହିଁ ସ୍କୁଲ : ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସଂକ୍ରମଣ ମାମଲାକୁ ଦେଖି ସ୍କୁଲ ଶିକ୍ଷା ମନ୍ତ୍ରୀ ବର୍ଷା ଗାୟକଓ୍ବାଡ କହିଛନ୍ତି ଯେ, ଦିଓ୍ବାଲୀ ପୂର୍ବରୁ ରାଜ୍ୟରେ ସ୍କୁଲ ଖୋଲା ଯିବ ନାହିଁ। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ମୋଟ୍‌ 15 ଲକ୍ଷ 17 ହଜାର 434 ସଂକ୍ରମିତ ମାମଲା ସାମ୍ନାକୁ ଆସିଥିବାବେଳେ ମୃତ୍ୟୁ ସଂଖ୍ୟା 40 ହଜାର 40ରେ ପହଞ୍ଚିଛି । ତେବେ ରାଜ୍ୟରେ କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ ବୋଲି ସୂଚନା ଦେଇଛନ୍ତି ଶିକ୍ଷା ମନ୍ତ୍ରୀ ।

କେନ୍ଦ୍ର ସରକାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ 16 ତାରିଖରୁ ସମସ୍ତ ଶିକ୍ଷଣ ସଂସ୍ଥା ବନ୍ଦ କରିବାକୁ ଆଦେଶ ଦେଇଥିଲେ । ତେବେ ଅକ୍ଟୋବର 15 ତାରିଖରୁ ପର୍ଯ୍ୟାୟକ୍ରମେ କରୋନା କଟକଣା ସହିତ ସ୍କୁଲ ଖୋଲିବାକୁ ରାଜ୍ୟସରକାରଙ୍କୁ ଗୁଡିକୁ ଅନୁମତି ଦେଇଛନ୍ତି । ତେବେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଆଦେଶ ରହିଛି ।

ତେବେ ରାଜ୍ୟରେ ଅନଲାଇନ୍‌ କ୍ଲାସ୍‌ ଚାଲୁଥିବାବେଳେ କିଛି କିଛି ଅଞ୍ଚଳରେ ଶିକ୍ଷକ ଛାତ୍ରମାନଙ୍କ ପାଇଁ ବିଶେଷ କ୍ଲାସ୍‌ କରୁଛନ୍ତି ବୋଲି ଗାୟକଓ୍ବାଡ ସୂଚନା ଦେଇଛନ୍ତି ।

କରୋନା ସ୍ଥିତିକୁ ଦେଖି ଦୀପାବଳି ପୂର୍ବରୁ ରାଜ୍ୟରେ ସ୍କୁଲ ଖୋଲା ଯାଇପାରିବ ନାହିଁ । ତେବେ ସ୍କୁଲ ଖୋଲିବା ନେଇ ଅନ୍ୟ ବିକଳ୍ପରେ ସନ୍ଧାନ କରାଯାଉଛି । ବର୍ତ୍ତମାନ ପରିସ୍ଥିତିରେ ସ୍କୁଲ ଖୋଲିବାର ପ୍ରଶ୍ନ ଉଠୁନାହିଁ ବୋଲି ସୂଚନା ଦେଇଛନ୍ତି ଗାୟକଓ୍ବାଡ।

ସୂଚନାଯୋଗ୍ୟ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 70 ଲକ୍ଷ ପାର କରିଥିବାବେଳେ ମୃତ୍ୟୁ ସଂଖ୍ୟା 1 ଲକ୍ଷ 8 ହଜାର 334ରେ ପହଞ୍ଚିଛି । (ଏଜେନ୍ସି)

covid-19 Diwali
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ରୋମାଞ୍ଚକର ସ୍ଥିତିରେ ଟି ୨୦ ବିଶ୍ୱକପ୍‌: ଏହି ପାଞ୍ଚଟି ଦଳ ଉପରେ ଝୁଲୁଛି ଖଣ୍ଡା

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026
Latest News

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ରୋମାଞ୍ଚକର ସ୍ଥିତିରେ ଟି ୨୦ ବିଶ୍ୱକପ୍‌: ଏହି ପାଞ୍ଚଟି ଦଳ ଉପରେ ଝୁଲୁଛି ଖଣ୍ଡା

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026

ଚଳିତ ଧାନ କ୍ରୟ ଋତୁରେ ଉଲ୍ଲେଖନୀୟ ସଫଳତା ହାସଲ କଲା ଗଞ୍ଜାମ: ୮୮ ପ୍ରତିଶତ ଲକ୍ଷ୍ୟ ହାସଲ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.