Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବପାତର ରୂପ ନେଲା ଲଘୁଚାପ : ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଅବପାତର ରୂପ ନେଲା ଲଘୁଚାପ : ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର : ଅବପାତର ରୂପ ନେଇଛି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ । ଆଗାମୀ କିଛି ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି । ଏହା ବିଶାଖାପାଟଣାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ 280 କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଜି ମଧ୍ୟରାତ୍ରିରେ ନାର୍ସାପୁର ଓ ବିଶାଖାପାଟଣା ମଧ୍ୟ ଦେଇ ଅତିକ୍ରମ କରିବ । ଏବେ ଘଣ୍ଟାକୁ 4 କିଲୋମିଟର ବେଗରେ ଗତି କରୁଛି ଅବପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ସମ୍ଭାବନା ରହିଛି । ବର୍ଷା ସହ 45ରୁ 55 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି  ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ରହିଛି ।

ପ୍ରବଳ ବର୍ଷା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.