Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ
ଆଜିର ଖବର

ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦିନ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ 81 ବର୍ଷରେ ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ଶରତଙ୍କ ପୁଅ ସୁମନ କର । ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର ।

1939 ମସିହା ସେପ୍ଟେମ୍ବର ମାସ 5ତାରିଖରେ ଜନ୍ମଗ୍ରହଣ କରିଥିବା ଶରତ କର  ଓଡ଼ିଶା ରାଜନୀତିର ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ଦଳ ଆଦି ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ 1971 ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। 1977 ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ 2000ରୁ 2004ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

ଶରତ କର
Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.