Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲଓ୍ବାମା ଆକ୍ରମଣକୁ ନେଇ ମୋଦିଙ୍କୁ କଡ଼ା ସମାଲୋଚନା କଲେ ଓଓ୍ବେସି
ଆଜିର ଖବର

ପୁଲଓ୍ବାମା ଆକ୍ରମଣକୁ ନେଇ ମୋଦିଙ୍କୁ କଡ଼ା ସମାଲୋଚନା କଲେ ଓଓ୍ବେସି

March 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଲୱାମା ଆତଙ୍କୀ ଆକ୍ରମଣକୁ ନେଇ ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସୁଦ୍ଦିନ୍‌ ଓଓ୍ବୈସି। ପୁଲ୍‌ଓ୍ବାମା ଆକ୍ରମଣ ସମୟରେ ମୋଦି ବିଫ୍ ବିରିଆନୀ ଖାଇ ଆରାମରେ ଶୋଇଥିଲେ ବୋଲି କହିଛନ୍ତି ଓଓ୍ବୈସି। ହାଇଦ୍ରାବାଦରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ଓୱୈସି କହିଛନ୍ତି ଯେତେବେଳେ ପୁଲୱାମାରେ ସିଆରପିଏଫ୍ ଉପରେ ଆତଙ୍କବାଦୀ ହମଲା ହେଉଥିଲା ସେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଶୋଇରହିଥିଲେ। ସେହିପରି ବାଲାକୋଟରେ ବାୟୁସେନା ଆକ୍ରମଣରେ ମୃତକଙ୍କ ସଂଖ୍ୟାରେ ବିଜେପିର ରାଜନେତାମାନେ ଭିନ୍ନ ଭିନ୍ନ ତଥ୍ୟ ଦେଇଛନ୍ତି। କଂଗ୍ରେସ ଓ ବିଜେପି ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ ବୋଲି କହିଛନ୍ତି ଓଓ୍ବେସି। ସେହିପରି ଗୁରୁଗ୍ରାମ ସଂଖ୍ୟାଲଘୁ ପରିବାର ଉପରେ ଆକ୍ରମଣ ଘଟଣାକୁ ନେଇ ବିଜେପି ଉପରେ ଖୁବ୍‌ ବର୍ଷିଛନ୍ତି ଓଓ୍ବେସି। ଚଳିତ ନିର୍ବାଚନରେ ଓଓ୍ବେସି ହାଇଦ୍ରାବାଦ ଆସନରୁ ଲଢୁଛନ୍ତି।

Modi slams thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026
Latest News

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.