Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ହେଲେ 13 ଜଣ ଛାତ୍ର : ଗିରଫ ହେଲେ ତିନି ଶିକ୍ଷକ
ଆଜିର ଖବର

ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ହେଲେ 13 ଜଣ ଛାତ୍ର : ଗିରଫ ହେଲେ ତିନି ଶିକ୍ଷକ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରର ଗୋଟିଏ ସ୍କୁଲର 13 ଜଣ ଛାତ୍ର ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ନେଇ ଖବର ମିଳିବା ପରେ ତିନିଜଣ ଶିକ୍ଷକଙ୍କୁ ଗିରଫ କରାଯାଇଛି । ସୋପିଆନ ଜିଲ୍ଲାରେ ଅବସ୍ଥିତ ଇସଲାମିକ ସ୍କୁଲ ସିରାଜ ଉଲୁମ ଇମାମର ଛାତ୍ର ମାନେ ବିଭିନ୍ନ ଆତଙ୍କୀ ସଙ୍ଗଠନରେ ଯୋଗ ଦେଉଥିଲେ । ପୁଲୱାମା ଆକ୍ରମଣର ଅନ୍ୟତମ ଅଭିଯୁକ୍ତ ସଜ୍ଜାଦ ଭଟ୍ଟ ମଧ୍ୟ ଏହି ସ୍କୁଲର ଛାତ୍ର ରହିଥିଲେ । ଏହି ସ୍କୁଲର ଜମାତ ଏ ଇସଲାମୀ ସଙ୍ଗଠନ ସହିତ ସମ୍ପର୍କ ରହିଥିବା ନେଇ ଆଇଜିପି ବିଜୟ କୁମାର ସୂଚନା ପ୍ରଦାନ କରିଥିଲେ । ତିନି ଶିକ୍ଷକଙ୍କୁ ପିଏସଏ ଆଇନ ଆଧାରରେ ଗିରଫ କରାଯାଇଛି । ଏହି ଆଇନ ଅନୁଯାୟୀ ଦୁଇ ବର୍ଷ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗୃହବନ୍ଦୀ ଭାବରେ ରଖାଯାଇ ପାରିବ । ତିନି ଗିରଫ ଶିକ୍ଷକଙ୍କ ନାମ ଅବଦୁଲ ଆହଦ ଭଟ୍ଟ, ରୌଫ ଭଟ୍ଟ ଏବଂ ମହମ୍ମଦ ୟୁସୁଫ ୱାନି ବୋଲି ଜଣାପଡିଛି । ଏହା ସହିତ ଆହୁରି 10ରୁ 12 ଜଣକ ଶିକ୍ଷକଙ୍କ ଭଉପରେ ନଜର ରଖାଯାଇଥିବା କୁହାଯାଇଛି । (ଏଜେନ୍ସି)

terroist
Share. Facebook Twitter LinkedIn Email WhatsApp Copy Link

Related Posts

ମୋବାଇଲ ଏବଂ ସାଇକେଲ ଚୋରି ଘଟଣା: ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ

August 28, 2025

ରାୟପୁରରେ ମହାନଦୀ ଗୋଲ ଟେବୁଲ ବୈଠକ, ନିଆଗଲା ଏହିସବୁ ନିଷ୍ପତି

August 28, 2025

ଉତ୍କଳ ଆଲୁମିନା ସିଏସଆର, ଗ୍ରାମବାସୀଙ୍କ ଜୀବନଶୈଳୀରେ ଆଣିଲା ପରିବର୍ତ୍ତନ

August 28, 2025

ନୂଆ ଓଡ଼ିଆ ଫିଲ୍ମ ‘ବିଘ୍ନ ବିନାଶିବେ ବିନାୟକ’ ର ଅଡିଓ ରିଲିଜ୍, ଏହି ଦିନ ୱାର୍ଲଡ ଟିଭି ପ୍ରିମିୟର

August 28, 2025
Latest News

ମୋବାଇଲ ଏବଂ ସାଇକେଲ ଚୋରି ଘଟଣା: ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ

August 28, 2025

ରାୟପୁରରେ ମହାନଦୀ ଗୋଲ ଟେବୁଲ ବୈଠକ, ନିଆଗଲା ଏହିସବୁ ନିଷ୍ପତି

August 28, 2025

ଉତ୍କଳ ଆଲୁମିନା ସିଏସଆର, ଗ୍ରାମବାସୀଙ୍କ ଜୀବନଶୈଳୀରେ ଆଣିଲା ପରିବର୍ତ୍ତନ

August 28, 2025

ନୂଆ ଓଡ଼ିଆ ଫିଲ୍ମ ‘ବିଘ୍ନ ବିନାଶିବେ ବିନାୟକ’ ର ଅଡିଓ ରିଲିଜ୍, ଏହି ଦିନ ୱାର୍ଲଡ ଟିଭି ପ୍ରିମିୟର

August 28, 2025

ଲଞ୍ଚ୍ ହେଲା ନୂତନ ଇଲେକ୍ଟ୍ରିକ୍ ସ୍କୁଟର TVS Orbiter, ଜାଣନ୍ତୁ ମୂଲ୍ୟ କେତେ?

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.