Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଗା ମିଶନ୍: କୋଣାର୍କର 130 ଜଣ ମତ୍ସ୍ୟଜୀବୀ ପରିବାରଙ୍କୁ ଥଇଥାନ କରିବା ପାଇଁ ଆରମ୍ଭ ହେଲା ପ୍ଲଟିଂ
ଆଜିର ଖବର

ଜାଗା ମିଶନ୍: କୋଣାର୍କର 130 ଜଣ ମତ୍ସ୍ୟଜୀବୀ ପରିବାରଙ୍କୁ ଥଇଥାନ କରିବା ପାଇଁ ଆରମ୍ଭ ହେଲା ପ୍ଲଟିଂ

October 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାଗା ମିଶନ୍: କୋଣାର୍କର 130 ଜଣ ମତ୍ସ୍ୟଜୀବୀ ପରିବାରଙ୍କୁ ଥଇଥାନ କରିବା ପାଇଁ ଆରମ୍ଭ ହେଲା ପ୍ଲଟିଂ

ପୁରୀ, ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା ଅନୁଯାୟୀ ପୁରୀ ପ୍ରଶାସନ ମତ୍ସ୍ୟଜୀବୀ ପରିବାରଙ୍କୁ ଥଇଥାନ କରିବାକୁ ଆରମ୍ଭ କରିଛି। ସେହି ଅନୁସାରେ ସମୁଦ୍ରକୂଳରେ ଥିବା ମତ୍ସ୍ୟଜୀବୀ ପରିବାରଙ୍କୁ ସ୍ଥାନାନ୍ତରିତ କରାଯିବ। ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଶାସନ କୋଣାର୍କର ନୋଳିଆ ସାହିର 130 ଜଣ ମତ୍ସ୍ୟଜୀବୀ ପରିବାରଙ୍କୁ ଥଇଥାନ କରାଯିବ। ସେଥିପାଇଁ କୋଣାର୍କ ଅଞ୍ଚଳରେ ସେମାନଙ୍କ ପାଇଁ ଜମି ଚିହ୍ନଟ କରାଯିବା ସହିତ ପ୍ଲଟିଂ କରି ପଟ୍ଟା ଯୋଗାଇ ଦିଆଯାଇଛି। ଏଥିସହିତ ସେମାନଙ୍କୁ ଘର କାମ କରିବାକୁ ୱାର୍କ ଅଡର ମଧ୍ୟ ଦିଆଯାଇଛି।

ଜାଗା ମିଶନ୍ ମତ୍ସ୍ୟଜୀବୀ ପରିବାର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026
Latest News

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.