Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର ଆକ୍ସିସ ବ୍ୟାଙ୍କ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟିନେଲେ ମୋବାଇଲ ଓ ପଇସା
ଅପରାଧ

ବାଣପୁର ଆକ୍ସିସ ବ୍ୟାଙ୍କ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟିନେଲେ ମୋବାଇଲ ଓ ପଇସା

October 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ଆକ୍ସିସ ବ୍ୟାଙ୍କ କର୍ମଚାରୀଙ୍କୁ ଦୁର୍ବୃତ୍ତ ମାନେ ମାଡ଼ ମାରି ଲୁଟି ନେଇଛନ୍ତି ମୋବାଇଲ ଏବଂ ହଜାର ହଜାର ଟଙ୍କା। ଏ ନେଇ ବାଣପୁର ଥାନାରେ ଆଜି ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ କର୍ମଚାରୀ। କର୍ମଚାରୀ ଜଣକ ହେଲେ ବାଣପୁର ବ୍ଲକ କୁମାରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ସାଗର ବେହେରା।

ସାଗର ଗଣମାଧ୍ୟମକୁ ଦେଇଥିବା ବୟାନ ଅନୁଯାୟୀ ଗତକାଲି ରାତିରେ ବ୍ୟାଙ୍କ କାମ ସାରି ସେ ନିଜ ଘରକୁ ଫେରୁଥିବାବେଳେ ପାଖାପାଖି ୯:୧୫ ମିନିଟ ସମୟରେ ବାଣପୁର-ବାଲୁଗାଁ ବାଇପାସ ନିକଟସ୍ଥ ସରନଇ ଓଭରବ୍ରିଜ ତଳେ ପଛପଟୁ ତିନି ଜଣ ଦୁର୍ବୁତ୍ତ ହିରୋ ଗ୍ଲାମର ମଟରସାଇକେଲରେ ଆସି ତାଙ୍କ ମଟରସାଇକେଲକୁ ଧକ୍କା ଦେଇଥିଲେ ଫଳରେ ସାଗର ତଳେ ପଡିଯାଇଥିଲେ। ପରବର୍ତ୍ତୀ ମୁହୂର୍ତ୍ତରେ ଦୁର୍ବୁତ୍ତ ମାନେ ସାଗରଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିବାସହ ତାଙ୍କ ମୋବାଇଲ ଏବଂ ପର୍ସ ନେଇଯାଇଥିଲେ। ପର୍ସ ମଧ୍ୟରେ ୩୪୦୦ ଟଙ୍କା ଥିବା ସାଗର କହିଛନ୍ତି।

ଏହାପରେ ଉକ୍ତ ରାସ୍ତା ଦେଇ କାରରେ ଯାଉଥିବା ଦୁଇଜଣ ଗାଡ଼ି ଚାଳକ ସାଗରଙ୍କୁ ତଳୁ ଉଠାଇ ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗରେ ନିକଟସ୍ଥ ସରନଇ ଗ୍ରାମକୁ ନେଇଥିଲେ। ଏ ସବୁ ଘଟଣା ସାଗର ବାଣପୁର ଆକ୍ସିସ ବ୍ୟାଙ୍କ ମ୍ୟାନେଜରଙ୍କୁ ଅବଗତ କରାଇବାପରେ ତାଙ୍କ ପରାମର୍ଶ ଅନୁଯାୟୀ ଆଜି ସଂଧ୍ୟାରେ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଯଥାଶୀଘ୍ର ଦୁର୍ବୃତ୍ତ ମାନଙ୍କୁ ଗିରଫ କରିବାପାଇଁ ସାଗର ବାଣପୁର ଥାନା ଆଇ.ଆଇ.ସି ଙ୍କୁ ନିବେଦନ କରିଛନ୍ତି।

 

ବାଣପୁର ମରଣାନ୍ତକ ଆକ୍ରମଣ ଲୁଟିନେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.