Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍‌ ଓ ବୋଲେରୋ ଧକ୍କା : ସାତ ମୃତ, 32 ଆହତ
ଆଜିର ଖବର

ବସ୍‌ ଓ ବୋଲେରୋ ଧକ୍କା : ସାତ ମୃତ, 32 ଆହତ

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶ :ଉତ୍ତରପ୍ରଦେଶର ପିଲିଭିତ୍‌ ଜିଲ୍ଲାରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ସାତଜଣଙ୍କର ମୃତ୍ୟୁ ହୋଇଥିବାବେଳେ 32 ଜଣ ଆହତ ହୋଇଥିବାର ସୂଚନା ରହିଛି । ମିଳିଥିବା ସୂଚନା ଅନୁସାରେ ପିଲିଭିତର ପୁରାନାପୁର ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ବସ୍‌ ଓ ବୋଲୋର ମଧ୍ୟରେ ଧକ୍କା ହେବା ପରେ ସାତ ଜଣଙ୍କର ମୃତ୍ୟୁହୋଇଛି। 32 ଜଣ ଗୁରୁତର ରହିଛନ୍ତି ।  ଯାତ୍ରବାହୀ ବସ୍‌ ଯାତ୍ରୀଙ୍କୁ ନେଇ ଲକ୍ଷ୍ନୌ ଅଭିମୁଖେ ଯାଉଥିବାବେଳେ ଏକ ବୋଲୋର ଗାଡି ପୁରନପୁର ଯାଉଥିଲା । ତେବେ ସୋହରାମଉ ବର୍ଡର ନିକଟରେ ଦୁଇ ବାହାନ ମଧ୍ୟରେ ଭୀଷଣ ଧକ୍କା ହୋଇଥିଲା । ଧକ୍କା ହେବା ପରେ ବସ୍‌ଟି କ୍ଷେତକୁ ଓଲଟି ପଡିଥିଲା । ବସ୍‌ ଓଲଟିବା ଫଳରେ ଯାତ୍ରୀମାନେ ତଳକୁ ଦବି ଯାଇଥିଲେ । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲ ନିଆଯାଇଥିବାବେଳେ ଡାକ୍ତର ସେଠାରେ ସାତଜଣଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।  ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ତେବେ କେତେଜଣଙ୍କ ସ୍ଥିତି ସଂକଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ସୂଚନା ରହିଛି । (ଏଜେନ୍ସି)

7dead accident
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପାଇଁ ଖୋଲିପାରେ ନୂଆ ତୈଳ ଦ୍ୱାର! ଭେନେଜୁଏଲାରୁ ଆସିଲା ବଡ଼ ସନ୍ଦେଶ

June 4, 2026

ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ବଡ଼ ଝଟକା : ବନ୍ଦ ହୋଇପାରେ ଯୁଦ୍ଧ

June 4, 2026

ହସ୍ପିଟାଲର ICUରେ ଭୟଙ୍କର ଅଗ୍ନିକାଣ୍ଡ : ତିନି ମୃତ

June 4, 2026

‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ

June 4, 2026
Latest News

ଭାରତ ପାଇଁ ଖୋଲିପାରେ ନୂଆ ତୈଳ ଦ୍ୱାର! ଭେନେଜୁଏଲାରୁ ଆସିଲା ବଡ଼ ସନ୍ଦେଶ

June 4, 2026

ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ବଡ଼ ଝଟକା : ବନ୍ଦ ହୋଇପାରେ ଯୁଦ୍ଧ

June 4, 2026

ହସ୍ପିଟାଲର ICUରେ ଭୟଙ୍କର ଅଗ୍ନିକାଣ୍ଡ : ତିନି ମୃତ

June 4, 2026

‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ

June 4, 2026

ଖଗରିଆ-ପୂର୍ଣ୍ଣିଆ ଜାତୀୟ ରାଜପଥ ଖଣ୍ଡକୁ ୪-ଲେନ୍ ରେ ଉନ୍ନତୀକରଣ ପାଇଁ କ୍ୟାବିନେଟ୍ ମଞ୍ଜୁରୀ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.