Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଟ୍ ପରୀକ୍ଷାରେ ନୀଳକଣ୍ଠନଗର ସରସ୍ୱତୀ ବିଦ୍ୟା ମନ୍ଦିରର ଶତାଧିକ ମନୋନୀତ
ଆଜିର ଖବର

ନିଟ୍ ପରୀକ୍ଷାରେ ନୀଳକଣ୍ଠନଗର ସରସ୍ୱତୀ ବିଦ୍ୟା ମନ୍ଦିରର ଶତାଧିକ ମନୋନୀତ

October 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଚଳିତ ମାସ ୧୬ ତାରିଖରେ ନିଟ୍‌-୨୦୨୦ ଯୁଗ୍ମ ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ ପାଇଛି। ୨୦୧୯-୨୦ ମସିହା ଶ୍ରେଣୀକକ୍ଷରେ ମେଡ଼ିକାଲ୍ କୋଚିଂ ନେଉଥିବା ନୀଳକଣ୍ଠନଗର ସରସ୍ୱତୀ ବିଦ୍ୟାମନ୍ଦିର ବହୁ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅନୁଷ୍ଠାନ ପାଇଁ ସୁନାମ ଆଣିଛନ୍ତି। ଏହି ଅନୁଷ୍ଠାନର ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ବିଭିନ୍ନ ସରକାରୀ ମେଡ଼ିକାଲ୍ କଲେଜରେ ନାମ ଲେଖାଇ ପାରିବେ। ୬୦୦ ରୁ ଉର୍ଦ୍ଧ୍ୱ ମାର୍କ ରଖିଥିବା ସାଧାରଣ ବର୍ଗର ୪୭ ଜଣ, ୫୫୦ ମାର୍କରୁ ଉର୍ଦ୍ଧ୍ୱ ରଖିଥିବା ୧୧୩ ଜଣ ଛାତ୍ରଛାତ୍ରୀ ଅନୁଷ୍ଠାନ ପାଇଁ ଗୌରବ ଆଣିଛନ୍ତି। ଏହି ଅଦ୍ଭୁତପୂର୍ବ ସଫଳତା ପାଇଁ କୋଚିଂ ଡ଼ିଭିଜନର ସର୍ବଭାରତୀୟ ସ୍ତରର ଅଭିଜ୍ଞ ଓ ଉତ୍ସର୍ଗୀକୃତ ଶିକ୍ଷକମାନଙ୍କର ସଂଗଠିତ ବ୍ୟବସ୍ଥା, ଆଧୁନିକ ପରୀକ୍ଷା ପ୍ରଣାଳୀ, ଉଚ୍ଚକୋଟିର ପାଠ୍ୟଖସଡ଼ା, ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସ, କଠୋର ପରିଶ୍ରମ ଦ୍ୱାରା ସମ୍ଭବ ହୋଇପାରିଛି। ଏହି ସଫଳତା ପାଇଁ ଅଭିଭାବକଙ୍କ ସମେତ ପରିଚାଳନା କମିଟିର ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ଡ. ହରେକୃଷ୍ଣ ନାୟକ, ସଂପାଦକ ନାରାୟଣ ପଣ୍ଡା, କୋଷାଧ୍ୟକ୍ଷ ରବୀନ୍ଦ୍ରନାଥ ଜେନା, ଯୁଗ୍ମ ସଂପାଦିକା ମମତା ପାଣିଗ୍ରାହୀ, ସଦସ୍ୟ ନୀଳକଣ୍ଠ ସାହୁ, ବାସନ୍ତି ବେହେରା, ଅଧ୍ୟକ୍ଷ ଏସ୍‌. ମୋହନ ରାଓ, ପ୍ରାଧାନାଚାର୍ଯ୍ୟ ଉମାଧବ ମହାନ୍ତି ଏବଂ ସୁବ୍ରତ କୁମାର ପାଣିଗ୍ରାହୀ ସମସ୍ତଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି।

ନିଟ୍‌-୨୦୨୦
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 7, 2025

ସମ୍ମକ୍କା ସାରକ୍କା କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ଲୋଗୋ ଉନ୍ମୋଚିତ

October 7, 2025

ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?

October 7, 2025

ମୈଥିଳୀ ଠାକୁରଙ୍କ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ପରେ ଲାଲୁ ଯାଦବଙ୍କୁ ଆକ୍ରମଣ କଲେ ବାପା

October 7, 2025
Latest News

ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 7, 2025

ସମ୍ମକ୍କା ସାରକ୍କା କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ଲୋଗୋ ଉନ୍ମୋଚିତ

October 7, 2025

ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?

October 7, 2025

ମୈଥିଳୀ ଠାକୁରଙ୍କ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ପରେ ଲାଲୁ ଯାଦବଙ୍କୁ ଆକ୍ରମଣ କଲେ ବାପା

October 7, 2025

୨୦୨୭ ବିଶ୍ୱକପରେ କୋହଲି ଏବଂ ରୋହିତ ଖେଳିବେ ନାହିଁ କି?: ଡିଭିଲିୟର୍ସଙ୍କ ବୟାନରେ ସମସ୍ତେ ଆଶ୍ଚର୍ଯ୍ୟ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.