Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୯୦୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ଆଜି ୧୯୦୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ୭୮୯ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୨ହଜାର ୨୫୦କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୪୯ ହଜାର ୫୭୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ହଜାର ୩୦୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୫୨ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୮୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୯, ବାଲେଶ୍ବରରୁ ୯୦, ବରଗଡରୁ ୩୫, ଭଦ୍ରକରୁ ୧୯, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୨୪, କଟକରୁ ୧୧୧,  ଦେବଗଡରୁ ୨୧,  ଢେଙ୍କାନାଳରୁ ୫୦, ଗଜପତିରୁ ୨, ଗଞ୍ଜାମରୁ ୩୯, ଜଗତସିଂହପୁରରୁ ୭୩, ଯାଜପୁରରୁ ୪୯, ଝାରସୁଗୁଡାରୁ ୫୧, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୧୮, କେନ୍ଦ୍ରାପଡାରୁ ୧୦୬, କେଉଁଝରରୁ ୫୬, କୋରାପୁଟରୁ ୩୬, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୯୩, ନବରଙ୍ଗପୁରରୁ ୪୩, ନୟାଗଡରୁ ୩୨, ନୂଆପଡାରୁ ୧୨୮, ପୁରୀରୁ ୪୯, ରାୟଗଡାରୁ ୧୭,  ସମ୍ବଲପୁରରୁ ୪୪, ସୋନପୁରରୁ ୭୩, ସୁନ୍ଦରଗଡରୁ ୧୦୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୪୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ATM କୁ ଦୌଡ଼ିବାର ଆବଶ୍ୟକତା ନାହିଁ, ଗୋଟିଏ ସ୍କାନରେ ମିଳିବ ଟଙ୍କା, ଜାଣନ୍ତୁ କେମିତି?

September 16, 2025

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ୪୨ତମ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ରାଜ୍ୟପାଳ

September 16, 2025

ଆଜି ମଧ୍ୟ ହୋଇପାରିବ ଆୟକର ରିଟର୍ଣ୍ଣ, ବର୍ତ୍ତମାନ ୭ କୋଟିରୁ ଅଧିକ ହେଲାଣି ଆବେଦନ

September 16, 2025

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 16, 2025
Latest News

ଏବେ ATM କୁ ଦୌଡ଼ିବାର ଆବଶ୍ୟକତା ନାହିଁ, ଗୋଟିଏ ସ୍କାନରେ ମିଳିବ ଟଙ୍କା, ଜାଣନ୍ତୁ କେମିତି?

September 16, 2025

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ୪୨ତମ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ରାଜ୍ୟପାଳ

September 16, 2025

ଆଜି ମଧ୍ୟ ହୋଇପାରିବ ଆୟକର ରିଟର୍ଣ୍ଣ, ବର୍ତ୍ତମାନ ୭ କୋଟିରୁ ଅଧିକ ହେଲାଣି ଆବେଦନ

September 16, 2025

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 16, 2025

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.