Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୯୧୩ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ଆଜି ୧୯୧୩ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୦୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ହଜାର ୯୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୪ ହଜାର ୯୧୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ହଜାର ୯୩୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୮୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୧୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୬, ବାଲେଶ୍ବରରୁ ୭୩, ବରଗଡରୁ ୬୩, ଭଦ୍ରକରୁ ୪୬, ବଲାଙ୍ଗିରରୁ ୬୩, ବୌଦ୍ଧରୁ ୧୨, କଟକରୁ ୧୫୦,  ଦେବଗଡରୁ ୫,  ଢେଙ୍କାନାଳରୁ ୪୮, ଗଜପତିରୁ ୪, ଗଞ୍ଜାମରୁ ୨୮, ଜଗତସିଂହପୁରରୁ ୯୯, ଯାଜପୁରରୁ ୭୨, ଝାରସୁଗୁଡାରୁ ୪୮, କଳାହାଣ୍ଡିରୁ ୮୨, କନ୍ଧମାଳରୁ ୪୮, କେନ୍ଦ୍ରାପଡାରୁ ୫୧, କେଉଁଝରରୁ ୭୪, କୋରାପୁଟରୁ ୫୪, ମାଲକାନଗିରିରୁ ୧୬,  ମୟୂରଭଞ୍ଜରୁ ୯୨, ନବରଙ୍ଗପୁରରୁ ୪୧, ନୟାଗଡରୁ ୩୩, ନୂଆପଡାରୁ ୬୩, ପୁରୀରୁ ୫୫, ରାୟଗଡାରୁ 14,  ସମ୍ବଲପୁରରୁ ୫୦, ସୋନପୁରରୁ ୨୦, ସୁନ୍ଦରଗଡରୁ ୯୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୫୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025
Latest News

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025

ନିଯୁକ୍ତି ମେଳାରେ ୭ଟି ବିଭାଗର ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.