Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀରୁ 201 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 292
ଆଜିର ଖବର

ଆଜି ରାଜଧାନୀରୁ 201 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 292

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 201 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 201 ଆକ୍ରାନ୍ତଙ୍କ ମଧ୍ୟରୁ 64 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 137ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ସେହିପରି ଆଜି ରାଜଧାନୀରୁ 292 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 201 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 28 ହଜାର 110ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 352ଜଣ । ସେହିପରି 146ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର591ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଜୀବନ ତ୍ୟାଗ ପାଇଁ ମକର ସଂକ୍ରାନ୍ତି ଦିନକୁ କାହିଁକି ବାଛିଥିଲେ ଭୀଷ୍ମ ପିତାମହ, ଜାଣନ୍ତୁ

January 14, 2026

Makar Sankranti: ଆଜି ରାଜଧାନୀରେ ଜମିବ ମକର ମାହୋଲ, ଶିଶିର ସରସ ମେଳାରେ ଉଡିବ ଗୁଡ଼ି 

January 14, 2026

ପଶ୍ଚିମବଙ୍ଗ ଏବଂ ଆସାମରୁ ଭାରତର କୋଣ ଅନୁକୋଣ ପର୍ଯ୍ୟନ୍ତ ଚାଲିବ ନଅଟି ଅମୃତ ଭାରତ ଟ୍ରେନ

January 14, 2026

ଆଜି ମକର ସଂକ୍ରାନ୍ତି: ଏହି ଦିନକୁ କାହିଁକି ପବିତ୍ର ଦିନ ବୋଲି ଧରାଯାଏ? ଜାଣନ୍ତୁ କାରଣ

January 14, 2026
Latest News

ନିଜ ଜୀବନ ତ୍ୟାଗ ପାଇଁ ମକର ସଂକ୍ରାନ୍ତି ଦିନକୁ କାହିଁକି ବାଛିଥିଲେ ଭୀଷ୍ମ ପିତାମହ, ଜାଣନ୍ତୁ

January 14, 2026

Makar Sankranti: ଆଜି ରାଜଧାନୀରେ ଜମିବ ମକର ମାହୋଲ, ଶିଶିର ସରସ ମେଳାରେ ଉଡିବ ଗୁଡ଼ି 

January 14, 2026

ପଶ୍ଚିମବଙ୍ଗ ଏବଂ ଆସାମରୁ ଭାରତର କୋଣ ଅନୁକୋଣ ପର୍ଯ୍ୟନ୍ତ ଚାଲିବ ନଅଟି ଅମୃତ ଭାରତ ଟ୍ରେନ

January 14, 2026

ଆଜି ମକର ସଂକ୍ରାନ୍ତି: ଏହି ଦିନକୁ କାହିଁକି ପବିତ୍ର ଦିନ ବୋଲି ଧରାଯାଏ? ଜାଣନ୍ତୁ କାରଣ

January 14, 2026

ଆଜି ହେଉଛି ମକର ସଂକ୍ରାନ୍ତି: ଜାଣନ୍ତୁ ଏହି ବିଶେଷ ଦିନରେ କଣ କଲେ ଆପଣଙ୍କୁ ମିଳିବ ସଫଳତା

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.