Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ 53ହଜାର 370 ନୂତନ ଆକ୍ରାନ୍ତ ଚିହ୍ନଟ, 650 ମୃତ
ଆଜିର ଖବର

24 ଘଣ୍ଟାରେ 53ହଜାର 370 ନୂତନ ଆକ୍ରାନ୍ତ ଚିହ୍ନଟ, 650 ମୃତ

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଚାଲିଛି । ଗତ 24 ଘଣ୍ଟାରେ ଦେଶରେ 53 ହଜାର 370 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 650ଜଣଙ୍କର ମୃତ୍ୟୁବରଣ କରିଛନ୍ତି। ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 78 ଲକ୍ଷ ଟପିଛି । ଏହା ସହିତ ଦେଶର ଆରୋଗ୍ୟ ସଂଖ୍ୟା 70ଲକ୍ଷ ଟପିଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା 78 ଲକ୍ଷ 14 ହଜାର 682ରେ ପହଞ୍ଚିଛି । ଏହା ମଧ୍ୟରୁ 6 ଲକ୍ଷ 80 ହଜାର 680 ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା 1 ଲକ୍ଷ 17 ହଜାର 956କୁ ବୃଦ୍ଧି ପାଇଛି । ତେବେ ଦେଶର ମୋଟ ଆରୋଗ୍ୟ ସଂଖ୍ୟା 70 ଲକ୍ଷ 16 ହଜାର 46ରେ ପହଞ୍ଚିଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.