Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଁ ଦାଣ୍ଡରେ ଯୁବକଙ୍କୁ ନୃଶଂସ ହତ୍ୟା
ଆଜିର ଖବର

ଗାଁ ଦାଣ୍ଡରେ ଯୁବକଙ୍କୁ ନୃଶଂସ ହତ୍ୟା

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Murder mystery revel of kalimegha murder case

ବ୍ରହ୍ମପୁର : ଗାଁ ଦାଣ୍ଡରେ ଯୁବକଙ୍କୁ ଛୁରୀ ଭସି ନୃଶଂସ ହତ୍ୟା ଅଭିଯୋଗ ହୋଇଛି । ଦିଗପହଣ୍ଡି ଥାନା ବନ୍ଥାପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବାର ସୂଚନା ରହିଛି । ମୃତକଙ୍କ ନାଁ ବଚନ ସ୍ୱାଇଁ । ସକାଳେ 2 ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଆକ୍ରମଣ ହୋଇଥିବାର ଅଭିଯୋଗ ହୋଇଛି । ଜଣେ ଅନ୍ୟଜଣଙ୍କୁ ଛୁରୀରେ ମରଣାନ୍ତକ ଆକ୍ରମଣ କରିଥିବାର ଅଭିଯୋଗରହିଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଏମ୍‌କେସିଜିରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଫେରାର ରହିଥିବାବେଳେ ପୋଲିସ୍‌ ମୃତଦେହକୁ ଜବତ କରିଛି । ପୂର୍ବରୁ ଶତ୍ରୁତା ଲାଗି ରହିଥିବାବେଳେ ଆଜି ଏହି ବିବାଦ ହତ୍ୟାକାଣ୍ଡର ରୂପ ନେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026
Latest News

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଦିଲ୍ଲୀରେ କଡ଼ା ସୁରକ୍ଷା: ପଦଯାତ୍ରା ପୂର୍ବରୁ ଅଭିଜିତ ଦୀପକେ ଅଟକ

October 16, 2026

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.