Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀରୁ 182 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 276
ଆଜିର ଖବର

ଆଜି ରାଜଧାନୀରୁ 182 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 276

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 182 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 182 ଆକ୍ରାନ୍ତଙ୍କ ମଧ୍ୟରୁ 44 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 138ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Update on newly detected #COVID19 cases in the last
24 hrs under the BMC area on 24th Oct(till 9am) pic.twitter.com/TL0t2qbtR1

— BMC (@bmcbbsr) October 24, 2020

ସେହିପରି ଆଜି ରାଜଧାନୀରୁ 276 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 182 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 28 ହଜାର 481ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 895ଜଣ । ସେହିପରି 150ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର415ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Latest News

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା: ୱାର୍ଣ୍ଣିଂ ଜାରି

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.