Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ: ୪୮୦ ଜଣଙ୍କର କରୋନାରେ ମୃତ୍ୟୁ
ଆଜିର ଖବର

ଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ: ୪୮୦ ଜଣଙ୍କର କରୋନାରେ ମୃତ୍ୟୁ

October 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୮୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ କୁ ବୃଦ୍ଧି ହୋଇଥିବାବେଳେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଏବେ ସୁଦ୍ଧା ମୋଟ ଆକ୍ଟିଭ୍‌ କେସ୍‌ ୬ ଲକ୍ଷ ୫୩ ହଜାର ୭୧୭ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୭୧ ଲକ୍ଷ ୩୭ ହଜାର ୨୨୮ଜଣ।

india ଆକ୍ରାନ୍ତ ଚିହ୍ନଟ କରୋନାରେ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026
Latest News

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.