Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 13କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1272କୁ ବୃଦ୍ଧି
ଆଜିର ଖବର

ଆଉ 13କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1272କୁ ବୃଦ୍ଧି

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ସର୍ବାଧିକ 4ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ନୂଆପଡାରୁ 3ଜଣ ଆକ୍ରାନ୍ତ, କେନ୍ଦୁଝର ଓ ଝାରସୁଗୁଡାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମାଲକାନଗିରି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1272କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରରୁ ଆଜି ଚାରିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ବୟସ ଯଥାକ୍ରମେ 52, 40, 75 ଓ 86 ବର୍ଷ।ନୂଆପଡାରୁ ତିନି ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 68, 66, 60 ବର୍ଷ । କେଉଁଝରରୁ 75 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 54 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଝାରସୁଗୁଡାରୁ 53 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 70 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମାଲକାନଗିରିରୁ 60 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ 80 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.