Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ
ଆଜିର ଖବର

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

October 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି: ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଚାଲିଥିବା ଗୁଳି ବିନିମୟ ଶେଷ ହୋଇଛି ।  ସୁରକ୍ଷା କର୍ମୀଙ୍କ ଆକ୍ରମଣରେ ମାଓବାଦୀ ଛତ୍ର ଭଙ୍ଗ ଦେଇଥିବାବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।  ଗୋଟିଏ ଆଇଇଡି ବିସ୍ଫୋରକ, 16 ରାଉଣ୍ଡ ଗୁଳି ଓ ଗୋଟିଏ ମାଗାଜିନ ଜବତ କରାଯାଇଛି ।  ଏହାଛଡ଼ା 32ଟି ଡିଟୋନେଟର, ରେଡିଓ, ମାଓ ପୋଷ୍ଟର ଓ କିଟ ବ୍ୟାଗ ଜବତ କରାଯାଇଛି ।  ପାପରମେଟଲା ଥାନା ଗୁଣମାମୁଡ଼ି ଗାଁ ପାଖରେ ସୁରକ୍ଷା କର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ ।  ଗୁଣମାମୁଡ଼ି ଗାଁ ପାଖରେ ସୁରକ୍ଷା କର୍ମୀ କମ୍ବିଂ କରୁଥିବାବେଳେ ନକ୍ସଲ ଗୁଳି କରିଥିଲେ ।  ସୁରକ୍ଷା କର୍ମୀ ପ୍ରତିଆକ୍ରମଣ କରିବାରୁ ନକ୍ସଲ ଜଙ୍ଗଲକୁ ଖସି ପଳାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଏଲପିଜି ଓ ପେଟ୍ରୋଲ ନେଇ ଭାରତ ସରକାରଙ୍କ ବଡ଼ ବୟାନ

June 15, 2026
Latest News

ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 16, 2026

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.