Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଜଳ ମୃତ
ଆଜିର ଖବର

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଜଳ ମୃତ

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଡିଏନ୍‌ଏ ରିପୋର୍ଟ ଅନୁସାରେ ସୀମାଞ୍ଚଳ ପରିଡା ମୃତ ବୋଲି ସ୍ପଷ୍ଟ ସୂଚନା ମିଳିଛି ।  ନିଖୋଜ ଥିବା ସୀମାଞ୍ଚଳ ପରିଡାଙ୍କ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। ଡିଏନ୍‌ଏ ରିପୋର୍ଟ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ୍‌ କମିଶନର । ଅନ୍ୟକୌଣସି ବ୍ୟକ୍ତିଙ୍କ ମୃତ୍ୟୁ ନେଇ ଡିଏନ୍‌ଏ ରିପୋର୍ଟରେ ତଥ୍ୟ ନାହିଁ । ସଂଗୃହୀତ ମାଂସ ଖଣ୍ଡର ଡିଏନ୍‌ଏ ପରୀକ୍ଷାରୁ ସୀମାଞ୍ଚଳଙ୍କ ମୃତ୍ୟୁ ସ୍ପଷ୍ଟ ହୋଇଛି । ସୀମାଞ୍ଚଳଙ୍କୁ ମିଶାଇ ଏଯାବତ 2 ଜଣଙ୍କ ମୃତ୍ୟୁ ଘଟିଛି ।

ଡ଼ିଏନ୍‌ଏ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.