Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା : ପୁରୀ ଆସିବାକୁ ବାରଣ କଲା ପ୍ରଶାସନ
ଆଜିର ଖବର

ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା : ପୁରୀ ଆସିବାକୁ ବାରଣ କଲା ପ୍ରଶାସନ

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  କାର୍ତ୍ତିକ ମାସ ପାଇଁ ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା ।ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ଯଥା ସମ୍ଭବ ହବିଷ୍ୟାଳୀ ଘରୁ ବାହାରନ୍ତୁ ନାହିଁ ବୋଲି କୁହାଯାଇଛି । କାର୍ତ୍ତିକ ମାସ ପାଇଁ ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ଯଥା ସମ୍ଭବ ହବିଷ୍ୟାଳୀ ଘରୁ ବାହାରନ୍ତୁ ନାହିଁ ବୋଲି କୁହାଯାଇଛି । କଟକଣା ଅନୁସାରେ, ଅତିଆବଶ୍ୟକ ନହେଲେ କାର୍ତ୍ତିକ ବ୍ରତ ପାଇଁ ପୁରୀ ଆସନ୍ତୁ ନାହିଁ । ହବିଷ୍ୟାଳୀଙ୍କୁ ନଆସିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଯିଏ ଆସୁଛନ୍ତି ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। ଚଳିତ ବର୍ଷ ପୁରୀରେ ହବିଷ୍ୟାଳି ଶିବିର ନ କରିବାକୁ ପ୍ରଶାସନ ନିଷ୍ପତ୍ତି। କୋଭିଡ ପାଇଁ ହବିଷ୍ୟାଳିଙ୍କୁ ପୁରୀ ନ ଆସିବାକୁ ମଧ୍ୟ ବାରଣ କରାଯାଇଛି।ପ୍ରଶାସନ ନିଷ୍ପତ୍ତି ନେଇ ପୁରୀ ଉପଜିଲାପାଳ ଭବତାରଣ ସାହୁ ସୂଚନା ପ୍ରଦାନ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.