Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଭୂତ ହେଲାଣି ଶୀତ : ଚାରି ସହରର ତାପମାତ୍ରା 15 ଡିଗ୍ରୀ ତଳେ
ଆଜିର ଖବର

ଅନୁଭୂତ ହେଲାଣି ଶୀତ : ଚାରି ସହରର ତାପମାତ୍ରା 15 ଡିଗ୍ରୀ ତଳେ

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମୌସୁମୀ ଫେରିଯିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଶୀତ ଗତ 4ରୁ 5 ଦିନ ହେବ ରାଜ୍ୟରେ ଟିକେ ଟିକେ ଶୀତ ଅନୁଭୂତ ହେଲାଣି । ରାଜ୍ୟର ବିଭିନ୍ନସ୍ଥାନରେ ଶୀତ ଅନୁଭୂତ ହେଉଥିବାବେଳେ ବହୁ ସ୍ଥାନରେ ତାପମାତ୍ରା କମିଛି । ରାଜ୍ୟରେ 4 ସହରର ତାପମାତ୍ରା  15  ଡିଗ୍ରୀ ତଳେ ରହିଛି । 12.8 ଡିଗ୍ରୀ  ସହ ସୋନପୁର ସବୁଠୁ ଥଣ୍ଡା ସହର ଚିହ୍ନଟ ହୋଇଛି। ଅନୁଗୁଳ 13.8 ଡିଗ୍ରୀ ରହିଥିବାବେଳେ ଫୁଲବାଣୀ ଓ ଦାରିଙ୍ଗିବାଡିରେ 14 ଡିଗ୍ରୀ ତାପମାତ୍ରା ରହିଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା 19.8 ଡିଗ୍ରୀ ରହିଛି ।କଟକ ତାପମାତ୍ରା 20 ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ରହିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଚଳିତ ବର୍ଷ ଅଧିକ ଶୀତ ଅନୁଭୂତ ହେବ । ନଭେମ୍ବର ଦ୍ୱିତୀୟ ସପ୍ତାହରୁ ରାଜ୍ୟରେ ତାପମାତ୍ରା କମିବା ସହ ଶୀତର ପ୍ରକୋପ ବଢିବ ।

ଶୀତ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.