Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହ ନାମରେ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ : କୋର୍ଟ
ଆଜିର ଖବର

ବିବାହ ନାମରେ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ : କୋର୍ଟ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆହ୍ଲାବାଦ: ଧର୍ମାନ୍ତରୀକରଣକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ଆହ୍ଲାବାଦ କୋର୍ଟ। ବିବାହ ପାଇଁ ଧର୍ମାନ୍ତରୀକରଣ ଜରୁରୀ ନୁହେଁ ବୋଲି ଆହ୍ଲାବାଦ ହାଇକୋର୍ଟ ମତ ଦେଇଛନ୍ତି । ଏକ ଦମ୍ପତିଙ୍କ ପକ୍ଷରୁ ଦାଖଲ କରାଯାଇଥିବା ପିଟିସନ ଉପରେ ବିଚାର କରି କୋର୍ଟ ଏହି ରାୟ ଶୁଣାଇଛନ୍ତି । ଜନୈକ ଦମ୍ପତ୍ତି କୋର୍ଟଙ୍କ ନିକଟରୁ ସୁରକ୍ଷା ଦାବି କରି ଯାଚିକା ଦାଖଲ କରିଥିବା ବେଳେ କୋର୍ଟ ଏହି ରାୟ ପ୍ରଦାନ କରିଛନ୍ତି । ମୁସଲିମ ଯୁବତୀ ଜଣକ ଜଣେ ହିନ୍ଦୁ ଯୁବକଙ୍କୁ ବିବାହ କରିବା ପାଇଁ ବିବାହର ଏକ ମାସ ଦୁଇ ଦିନ ପୂର୍ବରୁ ଧର୍ମ ପରିବର୍ତ୍ତନ କରିଥିଲେ । ଏହାପରେ ପରିବାର ଲୋକଙ୍କଠାରୁ ସୁରକ୍ଷା ଦାବି କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେବେ ଜଷ୍ଟିସ ମହେଶ ଚନ୍ଦ୍ର ତ୍ରୀପାଠିଙ୍କ ନେତୃତ୍ୱରେ ଗଠିତ ଜଣିକିଆ ଖଣ୍ଡପୀଠ ଏହି ମାମଲାରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଥିଲେ ।2014 ମସିହାର ଏକ କେସର ଉଦାହରଣ ଦେଇ ବିବାହ ପାଇଁ ଧର୍ମ ପରିବର୍ତ୍ତନ ଗ୍ରହଣୀୟ ନୁହେଁ ବୋଲି ମତ ଦେଇଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Latest News

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026

ଛାତ୍ର ସଂସଦ ନିର୍ବାଚନ ଫଳାଫଳ: କେଉଁ ଦଳର କେତେ ସଫଳତା?

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.