Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଫେରିଲା ଲକ୍‌ଡାଉନ୍‌ : ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲା ଏହି ଦେଶ
ଅନ୍ତରାଷ୍ଟ୍ରୀୟ

ଫେରିଲା ଲକ୍‌ଡାଉନ୍‌ : ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲା ଏହି ଦେଶ

November 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଣ୍ଡନ :  ବିଶ୍ବର ବିଭିନ୍ନ ପ୍ରାନ୍ତରେ କରୋନାର ଦ୍ବିତୀୟ ଲହର ଦେଖିବାକୁ ମିଳିଛି । କରୋନାର ଦ୍ବିତୀୟ ଲହରକୁ ଦୃଷ୍ଟିରେ ରଖି କିଛି ଦେଶ ପୁନର୍ବାର ଦେଶରେ ତାଲାବନ୍ଦ କରିଛନ୍ତି । ପୂର୍ବରୁ ୟୁରୋପ, ଫ୍ରାନ୍ସ,, ଜର୍ମାନୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଏବେ ବ୍ରିଟେନ୍‌ରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ହୋଇଛି । ଶୀତ ଯୋଗୁଁ ସଂକ୍ରମଣ ବଢିଥିବାବେଳେ ଦେଶରେ ପୁନର୍ବାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ । ନଭେମ୍ବର 1ରୁ ଡିସେମ୍ବର 2 ତାରିଖ ପର୍ଯ୍ୟନ୍ତ ଏକମାସ ଧରି ବ୍ରିଟେନ୍‌ରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିବା ସହ କହିଛନ୍ତି ଏବେ ଦ୍ବିତୀୟ ବିକଳ୍ପ କିଛି ନାହିଁ । ଏବେ ଲକ୍‌ଡାଉନ୍‌ ସହିତ ସମସ୍ତଙ୍କୁ ଘରେ ରହିବାକୁ ପଡିବ । କେବଳ ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟ ଦରକାରୀ କାରଣ ଯୋଗୁଁ ଘରୁ ବାହାରି ହେବ ।

ସୂଚନାଯୋଗ୍ୟ ବ୍ରିଟେନ୍‌ରେ ଏପର୍ଯ୍ୟନ୍ତ 10 ଲକ୍ଷରୁ ଅଧିକ କରୋନା ମାମଲା ରହିଥିବାବେଳେ 46 ହଜାର ଲୋକେ ମୃତ୍ୟୁବରଣ କରିଛନ୍ତି । ଅପରପକ୍ଷରେ ବିଶ୍‌ବରେ ଏପର୍ଯ୍ୟନ୍ତ ଏହି 4.,63 କୋଟି ମାମଲା ଆସିଛି । (ଏଜେନ୍ସି)

ବ୍ରିଟେନ୍‌ ଲକ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.