Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲାକାନଗିରି ସ୍ବାଭିମାନ ଅଞ୍ଚଳର ଗୁରାସେତୁ ଅଞ୍ଚଳବାସୀଙ୍କ ପାଇଁ ଖୁସି ଖବର, ବିଏସଏଫ କଲା ନୂଆ କ୍ୟାମ୍ପ୍
ଆଜିର ଖବର

ମାଲାକାନଗିରି ସ୍ବାଭିମାନ ଅଞ୍ଚଳର ଗୁରାସେତୁ ଅଞ୍ଚଳବାସୀଙ୍କ ପାଇଁ ଖୁସି ଖବର, ବିଏସଏଫ କଲା ନୂଆ କ୍ୟାମ୍ପ୍

November 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲାକାନାଗିର, ବିଏସଏଫର ଲଢୁଆ ସୁରକ୍ଷା କର୍ମିଙ୍କୁ ନେଇ ମାଲାକାନାଗିରିର ସ୍ବାଭିମାନ ଅଞ୍ଚଳରେ ଏକ ନୂଆ କ୍ୟାମ୍ପ କରାଯାଇଛି। ଏହି କ୍ୟାମ୍ପ ଗୁରାସେତୁ ନିକଟରେ କରାଯାଇଛି। ମାଓବାଦୀଙ୍କ ଭୟରେ ସେଠାକାର ଅଞ୍ଚଳବାସୀ ବାହାରୁ ଯିବା ପାଇଁ ଭୟ କରିଥାନ୍ତି। ଫଳରେ ଦୀର୍ଘଦିନରୁ ସେଠାରେ ଏକ ସୁରକ୍ଷା କ୍ୟାମ୍ପ କରିବା ପାଇଁ ଯୋଜନା ଚାଲିଥିଲା। ଗତକାଲି ବିଏସଏଫ ଡିଆଇଜି, ଏସଓଜି, ଆଇଆର ବ୍ୟାଟେଲିୟାନ ଏବଂ ମାଲାକାନାଗିରି ଏସପି ବିଏସଏପର ସିଓବି କୁ ପତାକା ପୋତି ଉଦଘାଟନ କରିଥିଲେ।

ଏହା ନୂଆ ସିଓବି ବା କଂପାନୀ ଅପରେଟିଂ ବେସ୍ ପ୍ରତିଷ୍ଠା ନେଇ ଓଡିଶା ପୋଲିସ ଡିଜି ଅଭିନନ୍ଦନ ଜଣାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026
Latest News

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.