Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ପୁଣି ଆରୋଗ୍ୟ ଲାଭ କଲେ ୧ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ପୁଣି ଆରୋଗ୍ୟ ଲାଭ କଲେ ୧ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ

November 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ବାଲେଶ୍ବରରୁ ଏବଂ ସୁନ୍ଦରଗଡରୁ ୧୨୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡ଼ାରୁ, ୧୦୪, ଜଗତସିଂହପୁରରୁ ୮୯, ଅନୁଗୁଳରୁ ୭୦, ଯାଜପୁରରୁ ୬୦, ବରଗଡରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗିରିରୁ ୪୨, ଭଦ୍ରକରୁ ୪୧, କେନ୍ଦ୍ରାପଡାରୁ ୪୧, ସମ୍ବଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୟାଗଡରୁ ୨୬, କନ୍ଧମାଳରୁ ୨୩, ଝାରସୁଗୁଡାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬, ରାୟଗଡାରୁ ୧୫, ଦେବଗଡ଼ରୁ ୧୩, ଗଜପତିରୁ ୬ ଏବଂ ଷ୍ଟେଟ ପୁଲରୁ ୩୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୯ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୩ ହଜାର ୨୧୪ ମଧ୍ୟରୁ ୧୨ ହଜାର ୭୩୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

corona patient covid-19 discharged Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.