Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୯୭ ଜଣ ଚିହ୍ନଟ ହୋଇଥିବାବେଳେ ୫୦୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ୪୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୯ ହଜାର ୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୯୧୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୪୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୯, ବାଲେଶ୍ବରରୁ ୪୮, ବରଗଡରୁ ୫୮, ଭଦ୍ରକରୁ ୨୭, ବଲାଙ୍ଗିରରୁ ୫୨, ବୌଦ୍ଧରୁ ୮, କଟକରୁ ୬୯,  ଦେବଗଡରୁ ୫,  ଢେଙ୍କାନାଳରୁ ୧୪, ଗଜପତିରୁ ୨, ଗଞ୍ଜାମରୁ ୬୧, ଜଗତସିଂହପୁରରୁ  ୭୩, ଯାଜପୁରରୁ ୨୮, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୨୬, କନ୍ଧମାଳରୁ ୯, କେନ୍ଦ୍ରାପଡାରୁ ୪୩, କେଉଁଝରରୁ ୩୨, କୋରାପୁଟରୁ ୨୮, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୭୩, ନବରଙ୍ଗପୁରରୁ ୨୪, ନୟାଗଡରୁ ୧୪, ନୂଆପଡାରୁ ୫୭, ପୁରୀରୁ ୪୩, ରାୟଗଡାରୁ ୧୫,  ସମ୍ବଲପୁରରୁ ୩୧, ସୋନପୁରରୁ ୨୪,  ସୁନ୍ଦରଗଡରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.