Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ କନିଷ୍ଠ ମହାବିଦ୍ୟାଳୟର କିରାଣୀଙ୍କ ବିୟୋଗ
ଆଞ୍ଚଳିକ

ନାକଟିଦେଉଳ କନିଷ୍ଠ ମହାବିଦ୍ୟାଳୟର କିରାଣୀଙ୍କ ବିୟୋଗ

November 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟର କିରାଣୀ ମନମୋହନ ପ୍ରଧାନ ଗତକାଲି କଟକର ଏକ ଘରୋଇ ଡାକ୍ତରଖାନାରେ ସଂଧ୍ୟାରେ ମ୍ରୁତ୍ୟୁ ବରଣ କରିଥିବା ତାଙ୍କ ପରିବାର ସୂତ୍ରରୁ ଜଣାପଡ଼ିଛି ।

ପ୍ରକାଶ ଯେ ୩ ଦିନ ତଳେ ମନମୋହନ ପ୍ରଧାନ ନାକଟିଦେଉଳରୁ ରେଢ଼ାଖୋଲକୁ ସଂଧ୍ୟାରେ ଫେରୁଥିଲେ। ଡିମିରିକୁଦା ନିକଟସ୍ଥ ଏକ ପୋଲ ପାଖରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲେ । ଡିମିରିକୁଦାରୁ କେତେଜଣ ବ୍ୟକ୍ତି ମାଛ ମାରିବାକୁ ସେଇ ନାଳ ପାଖକୁ ଯାଇଥିଲେ। ସେମାନେ କେହିଜଣେ ପୋଲ ତଳେ ପଡ଼ିଥିବାର ଦେଖି ରେଢ଼ାଖୋଲ ଥାନାକୁ ଫୋନ୍ କରିଥିଲେ । ରେଢ଼ାଖୋଲ ପୋଲିସ୍ ମନମୋହନକୁ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତରଖାନାକୁ ପଠାଇଥିଲେ। ରେଢ଼ାଖୋଲରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲାକୁ ପଠାଯାଇଥିଲା । ହେଲେ ଅବସ୍ଥା ଉଦବେଗକ ଜନକ ହେବାରୁ କଟକର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ସଂଧ୍ୟାରେ ମ୍ରୁତ୍ୟୁବରଣ କରିଥିଲେ ।  ସେ ନାକଟିଦେଉଳ କଲେଜରେ ଜଣେ ଛାତ୍ରବତ୍ସଳ ଥିଲେ । ତାଙ୍କ ବିୟୋଗରେ କଲେଜରେ ଶୋକରଛାୟା ଖେଳିଯାଇଛି । ଆଜି ତାଙ୍କର ଶବ ବ୍ୟବଛେଦ କରାଯାଇଛି । ସଂଧ୍ୟାରେ ମ୍ରୁତ ଶରୀରକୁ ତାଙ୍କର ପୈତ୍ରୁକ ଘର ତଣ୍ଡାବିରାରେ ଦାହ କରାଯିବା।

Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026
Latest News

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.