Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ଦୁଇ ମୃତ
ଆଜିର ଖବର

ହାତୀ ଆକ୍ରମଣରେ ଦୁଇ ମୃତ

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
elephant kills people
elephant kills people

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣ ବୃଦ୍ଧି ହୋଇଛି । ଆଜି ମଧ୍ୟ ହାତୀ ଆକ୍ରମଣରେ 2 ଜଣଙ୍କ ମୃତ୍ୟୁ ହୋଇଛି । ରାଇରଙ୍ଗପୁରରେ ଜଣେ ଏବଂ ବଣାଇରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ରାଇରଙ୍ଗପୁର ମଣଦା ରେଞ୍ଜ୍‌ ଆହ୍ଲାପାଣି ଜଙ୍ଗଲରେ ବୃଦ୍ଧ ମୃତ ହୋଇଛି । ଜଙ୍ଗଲକୁ ଝୁଣା ସଂଗ୍ରହ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି । ଧାନ ଜଗିବାକୁ ବିଲ ଯାଇଥିବାବେଳେ ହାତୀ ଦଳି ମାରିଲା ।

ହାତୀ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025
Latest News

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025

ରଣପୁରର କୁନି ପ୍ରତିଭା ଶୁଭ୍ରାଂଶୁଙ୍କୁ ସମ୍ମାନିତ କଲେ ନୟାଗଡ଼ ଜିଲ୍ଲାପାଳ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.