Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ଖୋଲିବନି ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଏବେ ଖୋଲିବନି ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ରାଜ୍ୟରେ ଏବେ ଖୋଲିବନି ସ୍କୁଲ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ମାସରେ ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି ନିଆଇଥିଲା । କିନ୍ତୁ ଏହାକୁ ବର୍ତ୍ତମାନ ପରିସ୍ଥିତିରେ ସ୍ଥଗିତ ରଖାଯାଇଛି । ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଛି । ତେବେ ସ୍ବାସ୍ଥ୍ୟ ବିଭାଗର ପରବର୍ତ୍ତୀ ଗାଇଡ୍‌ଲାଇନ୍‌ ଅନୁସାରେ ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ,  ଆନ୍ଧ୍ରପ୍ରଦେଶରେ ସ୍କୁଲ ଖୋଲିବା ପରେ ଶତାଧିକ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକମାନେ କରୋନାରେ ସଂକ୍ରମିତ ହେବା ଘଟଣାକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ ଖୋଲିବା ପ୍ରକ୍ରିୟାକୁ ସାମୟିକ ସ୍ଥଗିତ ରଖାଯାଇଛି ।

ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Latest News

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.