Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ନିମେନ୍ତ ଫର୍ମପୂରଣ ଓ ଫିସ୍‌ ଦାଖଲ, ଜାଣନ୍ତୁ କେବେ
ଆଜିର ଖବର

ଏହି ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ନିମେନ୍ତ ଫର୍ମପୂରଣ ଓ ଫିସ୍‌ ଦାଖଲ, ଜାଣନ୍ତୁ କେବେ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  2021 ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ନିମେନ୍ତ ପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ସମ୍ପର୍କିତ ସୂଚନା ପ୍ରଦାନ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ।  ଆସନ୍ତା 2021 ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ (ରେଗୁଲାର୍‌ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ଅନୁଷ୍ଠିତ ହେବ ।

2021 ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ନିମେନ୍ତ ବିଦ୍ୟାଳୟରେ ପଢୁଥିବା ଛାଛାତ୍ରୀମାନେ ଅନଲାଇନ୍‌ ମାଧ୍ୟମରେ ଫର୍ମ ପୂରଣ କରିପାରିବେ ।

ରେଗୁଲାର୍‌ ପରୀକ୍ଷାର୍ଥୀ  ଏବଂ ଏକ୍ସ ରେଗୁଲାର୍‌ ପରୀକ୍ଷାର୍ଥୀମାନେ ସେମାନଙ୍କ ବିଦ୍ୟାଳୟର ମୁଖ୍ୟ  ଫର୍ମପୂରଣ କରିବେ। ସେହିପରି କରସେପଣ୍ଡେନ୍ସ କୋର୍ସ ରେଗୁଲାର୍‌  ପରୀକ୍ଷାର୍ଥୀ ଓ କରେସପଣ୍ଡେନ୍ସ କୋର୍ସ ଏକ୍ସ ରେଗୁଲାର୍‌ ପରୀକ୍ଷାର୍ଥୀମାନଙ୍କର ଫର୍ମପୂରଣ  ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟରେ ହେବ ।

ଫର୍ମ ପୂରଣ କରିବାର ଧାର୍ଯ୍ୟ ତାରିଖ  ଓ ସମୟ

1-ଆସନ୍ତା 9 /11.2020ରିଖ ସକାଳ 10 ଘଟିକାରୁ ଫର୍ମ ପୂରଣ ଆରମ୍ଭ ହେବ । ତେବେ ବିନା ଜରିମାନା ସହ ଫିସ୍‌ ଦାଖଲର ଶେଷ ତାରିଖ 23/11/2020 ରାତ୍ରି 11.45 ପର୍ଯ୍ୟନ୍ତ ରହିଛି

2-ସେହିପରି ଜରିମାନା ସହ ଫର୍ମ ଦାଖଲର ଶେଷ ତାରିଖ 24/11.2020ରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ରହିଛି ।

3-ଜରିମାନା ସହ ଫିସ୍‌ ଦାଖଲ ତାରିଖ 24/11/2020ଠାରୁ 1/12/2020 ରାତ୍ର 11.45 ପର୍ଯ୍ୟନ୍ତ ରହିଛି ।

4-ଜରିମାନା ସହ ଫର୍ମ ଦାଖଲର ଶେଷ ତାରିଖ 02/12/202 ମଧ୍ୟ ରାତ୍ର ପର୍ଯ୍ୟନ୍ତ ରହିଛି ।

ସେହିପରି ଫର୍ମ ପୂରଣ ନିମନ୍ତେ ଅନଲାଇନ୍‌ ଲିଙ୍କ୍‌, ସବିଶେଷ ନିର୍ଦ୍ଦେଶାବଳୀ ଓ ଷ୍ଟେପ୍‌ ବାଇ ଷ୍ଟେଫ୍‌ ଇନଷ୍ଟ୍ରକ୍ସନ୍‌ www.bseodisha.ac.in website ମାଧ୍ୟମରେ ଉପରୋକ୍ତ ସମୟ ମଧ୍ୟରେ ଉପଲବ୍ଧ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026
Latest News

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

୨୦ ଟିଏମସି ବିଦ୍ରୋହୀଙ୍କ ପାଇଁ ବଢିବ ଚିନ୍ତା!: ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

ଶ୍ରୀଲଙ୍କା ସିରିଜ୍ ଶେଷ ସୁଯୋଗ!: ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଲେ ଗୌତମ ଗମ୍ଭୀର

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.