Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ-୧୯ର ଦ୍ଵିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କାରେ ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ
ଆଜିର ଖବର

କୋଭିଡ-୧୯ର ଦ୍ଵିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କାରେ ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା
ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ ରହିବ। ରାଜ୍ୟ ସରକାର କୋଭିଡ୍ ସଂକ୍ରମଣକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ପରୀକ୍ଷା ଓ ମୂଲ୍ୟାଙ୍କନ କାମ ଜାରି ରହିବ। ଏହାସହ ଅନଲାଇନ କ୍ଲାସ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କୁ ସ୍କୁଲକୁ ଡକାଯାଇପାରେ। ଡିସେମ୍ବର ଦ୍ଵିତୀୟ ସପ୍ତାହରେ କୋଭିଡ-୧୯ର ୨ୟ ସଂକ୍ରମଣ ଲହର ଆସିବାର ଆଶଙ୍କା ରହିଛି। ଆନ୍ଧ୍ର ପ୍ରଦେଶରେ ସ୍କୁଲରେ କରୋନା ବ୍ୟାପିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ସୂଚନା ଯୋଗ୍ୟ ଯେ, ଆନ୍ଧ୍ରପ୍ରଦେଶରେ ସ୍କୁଲ ଖୋଲିବାର ମାତ୍ର ୩ ଦିନରେ ଛାତ୍ର ଓ ଶିକ୍ଷକ ମହାମାରୀ ଦ୍ୱାରା ସଂକ୍ରମିତ ହୋଇଥିଲେ। ସୂଚନା ଅନୁସାରେ ଆନ୍ଧ୍ରପ୍ରଦେଶରେ ୨୬୨ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିଭଳି ୧୬୦ ଶିକ୍ଷକ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଗଣଶିକ୍ଷା ବିଭାଗ ଡିସେମ୍ବର ୩୧ ସ୍କୁଲ ବନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.