Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଶାଦ ଏବଂ ଅନ୍ୟ ୨ ଦଳ ସହ ମେଣ୍ଟ କରିବ ସପା
ଆଜିର ଖବର

ନିଶାଦ ଏବଂ ଅନ୍ୟ ୨ ଦଳ ସହ ମେଣ୍ଟ କରିବ ସପା

March 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sapa will be tie with nishad party and others
sapa will be tie with nishad party and others

ମଙ୍ଗଳବାର ଦିନ ସମାଜବାଦୀ ପାର୍ଟି ଆସନ୍ତା ଲୋକସଭା ନିର୍ବାଚନ ପୂର୍ବରୁ ନିଶାଦ ପାର୍ଟି, ଜନବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ସମାନତା ଦଳ ସହିତ ମେଣ୍ଟ କରିବା ନେଇ ଘୋଷଣା କରିଛି । ପୂର୍ବରୁ ବିଜେପିକୁ ଶାସନ କ୍ଷମତାରୁ ଦୂରେଇ ରଖିବା ପାଇଁ ଦଳ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି ଏବଂ ଅଜିତ ସିଂଙ୍କ ରାଷ୍ଟ୍ରୀୟ ଲୋକ ଦଳ ସହିତ ମେଣ୍ଟ କରିଛି । ଏହି ଦୁଇ ଦଳର ନେତାଙ୍କ ସହିତ ଏକତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଅଖିଳେଶ ଏହା ଘୋଷଣା କରିଛନ୍ତି । ଉତ୍ତର ପ୍ରଦେଶରେ ସମୁଦାୟ ୮୦ଟି ଲୋକସଭା ଆସନ ରହିଛି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟପାଳ ଏବଂ ସରକାରୀ ସଂସ୍ଥାନ ଗୁଡିକୁ ନିର୍ବାଚନୀ ପ୍ରଚାରରେ ବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଥିଲେ ଅଖିଳେଶ । ରାଜସ୍ଥାନ ରାଜ୍ୟପାଳ କଲ୍ୟାଣ ସିଂ ନିକଟରେ ଦେଇଥିବା ମନ୍ତବ୍ୟ ‘ମୋଦି ପୁନର୍ବାର ପ୍ରଧାନମନ୍ତ୍ରୀ ହେବା ଆବଶ୍ୟକ’ କୁ ମଧ୍ୟ ସମାଲୋଚନା କରିଥିଲେ ଅଖିଳେଶ । ଖୁବ୍‌ଶୀଘ୍ର ସପା ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବ ବୋଲି ଅଖିଳେଶ ପ୍ରକାଶ କରିଛନ୍ତି ।

akhilesh the samiskya
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.