Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆରପାରିରେ ବାହାରିନ୍‌ ପ୍ରଧାନମନ୍ତ୍ରୀ ଶେଖ୍‌ ଖଲିଫା
ଅନ୍ତରାଷ୍ଟ୍ରୀୟ

ଆରପାରିରେ ବାହାରିନ୍‌ ପ୍ରଧାନମନ୍ତ୍ରୀ ଶେଖ୍‌ ଖଲିଫା

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାହାରିନ୍‌ : ବାହାରିନ୍‌ ପ୍ରଧାନମନ୍ତ୍ରୀ ଖଲିଫା ବିନ୍‌ ସଲମାନ୍‌ ଅଲ୍‌ ଖଲିଫାଙ୍କ ବୁଧବାର ଦିନ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ 84 ବର୍ଷ ବୟସ ହୋଇଥିଲା। ଆମେରିକାର ମାୟୋ କ୍ଲିନିକାଲ୍‌ ହସ୍ପିଟାଲରେ ବୁଧବାର ଦିନ ଶେଖ୍‌ ଖଲିଫାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି। ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛି ବାହାରିନ୍‌ର ରୟାଲ୍‌ କୋର୍ଟ ।

ମୃତଦେହ ସ୍ବଦେଶ ଆସିବା ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବା ବୋଲି ସୂଚନା ରହିଛି ।  ବାହାରିନ୍‌ ଶାହୀ ରାଜ ପରିବାରରୁ ଆସିଥିବା ଶେଖ୍‌ ଖଲିଫା 1935 ମସିହା ନଭେମ୍ବର 24ରେ ଶେଖ୍‌ ଖଲିଫା ଜନ୍ମ ଗ୍ରହଣ କରିଥିଲେ। 1970 ମସିହାରୁ ବାହାରିନ୍‌ରେ ପ୍ରଧାନମନ୍ତ୍ରୀ ରୂପେ କାର୍ଯ୍ୟ କରିଥିଲେ ଶେଖ୍‌ ଖଲିଫା। ସବୁଠୁ ଅଧିକ ସମୟ ଧରି ପ୍ରଧାନମନ୍ତ୍ରୀ ପଦବୀରେ ରହିଥିବା ବ୍ୟକ୍ତି ହେଉଛନ୍ତି ଶେଖ୍‌ ଖଲିଫା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.