Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ସାତୋଟି ରାଜ୍ୟକୁ ପରାମର୍ଶ ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ଜାଣନ୍ତୁ କ’ଣ କହିଲେ
ଆଜିର ଖବର

କରୋନା ମୁକାବିଲା ପାଇଁ ସାତୋଟି ରାଜ୍ୟକୁ ପରାମର୍ଶ ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ଜାଣନ୍ତୁ କ’ଣ କହିଲେ

November 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : ଦେଶରେ କରୋନା ସଂକ୍ରମଣ କମି କମି ଆସିଥିବା ବେଳେ ସାତୋଟି ରାଜ୍ୟରେ ଏହି ସଂକ୍ରମଣ ଅଧିକ ହେଉଛି । ଏହି ସଂକ୍ରମଣକୁ ହ୍ରାସ କରିବା ପାଇଁ  କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କରୋନା ମୁକାବିଲା ପାଇଁ ଏହି ସାତୋଟି ରାଜ୍ୟକୁ ପରାମର୍ଶ ଦେଇଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ କେଉଁଭଳି ଭାବରେ କରୋନା ମୁକାବିଲା କରିହେବ ସେ ସମ୍ପର୍କରେ ପରାମର୍ଶ ଦେଇଛନ୍ତି ହର୍ଷବର୍ଦ୍ଧନ । ମହାରାଷ୍ଟ୍ର, ଉତ୍ତରାଖଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ମେଘାଳୟ ଏବଂ ଗୋଆର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବଙ୍କ ସହିତ ଏହି ଆଲୋଚନା କରିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ । ଟେଷ୍ଟିଂ ସଂଖ୍ୟାରେ ବୃଦ୍ଧି, ଅଧିକ ସଂକ୍ରମଣ ରହିଥିବା ସ୍ଥାନମାନଙ୍କରେ ଅଧିକ ସୁରକ୍ଷା ବ୍ୟବସ୍ଥା ଏବଂ ଏକତ୍ରୀକରଣ ବନ୍ଦ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ହର୍ଷବର୍ଦ୍ଧନ ।

କରୋନା ପରିଚାଳନା ବ୍ୟବସ୍ଥାକୁ ଉନ୍ନତ କରିବା ସହିତ 24, 48 ଓ 72 ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା କମ କରିବା ପାଇଁ ହର୍ଷବର୍ଦ୍ଧନ ପ୍ରସ୍ତାବ ଦେଇଥିଲେ । ମହାରାଷ୍ଟ୍ରରେ ମୃତ୍ୟୁ ହାର 2.6  ପ୍ରତିଶତ ରହିଥିବା ବେଳେ କେବଳ ମୁମ୍ବାଇରେ ଏହା 3.5 ପ୍ରତିଶତ ରହିଛି । ଉତ୍ତରାଖଣ୍ଡରେ ମୃତ୍ୟୁହାର 1.64 ପ୍ରତିଶତ ରହିଛି । ସେହିପରି ମଣିପୁର ଏବଂ ମିଜୋରାମରେ ପଜିଟିଭିଟି ହାର ଦିନକୁ ଦିନ ଦ୍ୱିଗୁଣିତ ହେବାରେ ଲାଗିଛି ।

କରୋନା ମୁକାବିଲା କେନ୍ଦ୍ରସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
Share. Facebook Twitter LinkedIn Email WhatsApp Copy Link

Related Posts

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026

ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

March 19, 2026
Latest News

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026

ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.