Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୧୦ କୁ ବୃଦ୍ଧି
ଆଜିର ଖବର

ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୧୦ କୁ ବୃଦ୍ଧି

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୧୦ କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୩ ଜଣ, ମୟୂରଭଞ୍ଜରୁ ୨, ବାଲେଶ୍ବରରୁ ଜଣେ, ଜଗତସିଂହପୁରରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ଜଣେ, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଛି।

corona death Odisha
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026
Latest News

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.