Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଗତ 24 ଘଣ୍ଟାରେ  30 ହଜାର 548 ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦେଶରେ ଗତ 24 ଘଣ୍ଟାରେ  30 ହଜାର 548 ନୂତନ ଆକ୍ରାନ୍ତ ଚିହ୍ନଟ

November 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଗ୍ରାଫ ଦିନକୁ ଦିନ ତଳୁଆ ହେବାରେ ଲାଗିଛି । ବିଗତ ଚାରି ମାସ ମଧ୍ୟରେ କରୋନା ସଂକ୍ରମଣ ସର୍ବନିମ୍ନ ସ୍ତରରେ ପହଞ୍ଚିଛି । ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 30 ହଜାର 548 ନୂ୍ତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ବିଗତ ଚାରି ମାସ ମଧ୍ୟରେ ସର୍ବନିମ୍ନ । ଶେଷ ଥର ପାଇଁ ଜୁଲାଇ 29 ତାରିଖରେ  ଦୈନିକ ସଂକ୍ରମଣ 30 ହଜାର ତଳକୁ ରହିଥିଲା । ନୂତନ 30 ହଜାର 845ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 88 ଲକ୍ଷ 45 ହଜାର 127ରେ ପହଞ୍ଚିଛି । ଏହା ସହିତ ବିଗତ 24 ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ 435କୁ ହ୍ରାସ ପାଇଛି । 435ନୂତନ ମୃତ୍ୟୁ ସହିତ  ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 30 ହଜାର 70ରେ ପହଞ୍ଚିଛି । ଏହା ସହିତ ଆକ୍ରାନ୍ତଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ 43 ହଜାର  851 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା 82 ଲକ୍ଷ 49 ହଜାର 579ରେ ପହଞ୍ଚିଛି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 65 ହଜାର 478ରେ ରହିଛି । ମହାରାଷ୍ଟ୍ର ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ କେବେ ଖୋଲିବ ସ୍କୁଲ?: ଘୋଷଣା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

June 15, 2026

ପେଟେଣ୍ଟ ରାଙ୍କିଙ୍ଗରେ ବିଶ୍ୱର ଶ୍ରେଷ୍ଠ ୨୦ ମଧ୍ୟରେ ଜିଓ

June 15, 2026

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

June 15, 2026

ବାତିଲ୍ ହେଲା ହାୱଡ଼ା–ପୁରୀ–ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସ

June 15, 2026
Latest News

ରାଜ୍ୟରେ କେବେ ଖୋଲିବ ସ୍କୁଲ?: ଘୋଷଣା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

June 15, 2026

ପେଟେଣ୍ଟ ରାଙ୍କିଙ୍ଗରେ ବିଶ୍ୱର ଶ୍ରେଷ୍ଠ ୨୦ ମଧ୍ୟରେ ଜିଓ

June 15, 2026

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

June 15, 2026

ବାତିଲ୍ ହେଲା ହାୱଡ଼ା–ପୁରୀ–ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସ

June 15, 2026

ଶ୍ରୀଲଙ୍କାଠାରୁ ସୁପର ଓଭରରେ ହାରିଲା ଭାରତ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.