Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1543 କୁ ବୃଦ୍ଧି
ଆଜିର ଖବର

ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1543 କୁ ବୃଦ୍ଧି

November 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1543କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 5 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ  ବରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କା ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡାରୁ 2, ଦେବଗଡ, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Share. Facebook Twitter LinkedIn Email WhatsApp Copy Link

Related Posts

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026
Latest News

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026

ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି: ବୀର ସାବରକର ମାମଲା ଖାରଜ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.