Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ମାମଲା : କମଲନାଥଙ୍କ ପୁଅଙ୍କ ସମେତ ବହୁ କଂଗ୍ରେସ ନେତାଙ୍କର ରହିଛି ସମ୍ପୃକ୍ତି
ଆଜିର ଖବର

ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ମାମଲା : କମଲନାଥଙ୍କ ପୁଅଙ୍କ ସମେତ ବହୁ କଂଗ୍ରେସ ନେତାଙ୍କର ରହିଛି ସମ୍ପୃକ୍ତି

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ମାମଲାରେ ଏକାଧିକ କଂଗ୍ରେସ ନେତାଙ୍କ ସମ୍ପୃକ୍ତି ନେଇ ସୂଚନା ମିଳିଛି । ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସକ୍ସେନାଙ୍କ ନିକଟରୁ ଏହି ତଥ୍ୟ ମିଳିଛି । ତିନିହଜାର କୋଟିର ଏହି ଭିଭିଆଇପି ଚପ୍ପର ସ୍କାମରେ ଏକାଧିକ ନେତାଙ୍କ ସମ୍ପୃକ୍ତି ନେଇ ଇଡି ପକ୍ଷରୁ ସୂଚନା ଦିଆଯାଇଛି । ଇଡି ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ କମଲ ନାଥଙ୍କ ପୁଅ ବକୁଲ ନାଥ, ବରିଷ୍ଠ ନେତା ସଲମାନ ଖୁର୍ଶିଦ ଏବଂ ଅହମ୍ମଦ ପଟେଲଙ୍କ ନାମ ବାହାରକୁ ଆସିଛି ।

ଦୁବାଇରୁ ରାଜୀବ ସକ୍ସେନାଙ୍କୁ ଗିରଫ କରାଯାଇ ଭାରତକୁ ପ୍ରତ୍ୟର୍ପଣ କରାଯାଇଥିଲା । ଏହା ପରେ ସରକାରୀ ସାକ୍ଷୀ ହେବା ପାଇଁ ସକ୍ସେନା ରାଜି ହୋଇଥିଲେ । ସକ୍ସେନାଙ୍କ 385 କୋଟିର ସମ୍ପତ୍ତିକୁ ମଧ୍ୟ ଇଡି ପକ୍ଷରୁ ଜବତ କରାଯାଇଥିଲା । ତେବେ ବର୍ତ୍ତମାନ ସକ୍ସେନାଙ୍କ ସରକାରୀ ସାକ୍ଷୀ ମାନ୍ୟତା ହଟାଇବା ପାଇଁ ଇଡି ସର୍ବୋଚ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଛି । ସକ୍ସେନା ତଥ୍ୟ ଲୁଚାଇଥିବା ନେଇ ଅଭିଯୋଗ କରି ଏହି ଆବେଦନ କରାଯାଇଛି । ବର୍ତ୍ତମାନ ସକ୍ସେନା ଜାମିନରେ ଅଛନ୍ତି । ଏହି ମାମଲାରେ ମିଡିଲମ୍ୟାନ ରହିଥିବା କ୍ରିଷ୍ଟିଆନ ମାଇକେଲ ବର୍ତ୍ତମାନ ଜେଲରେ ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026

ଆଜିଠାରୁ ଦୁଇ ଦିନିଆ ପଞ୍ଜାବ ଏବଂ ରାଜସ୍ଥାନ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 15, 2026

ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଯୋଗୀଙ୍କ ମନ୍ତ୍ରୀଙ୍କ ବଡ଼ ଦାବି: ବିଜେପିରେ ଯୋଗଦେବେ ଅନେକ ସପା ବିଧାୟକ

January 15, 2026

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026
Latest News

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026

ଆଜିଠାରୁ ଦୁଇ ଦିନିଆ ପଞ୍ଜାବ ଏବଂ ରାଜସ୍ଥାନ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 15, 2026

ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଯୋଗୀଙ୍କ ମନ୍ତ୍ରୀଙ୍କ ବଡ଼ ଦାବି: ବିଜେପିରେ ଯୋଗଦେବେ ଅନେକ ସପା ବିଧାୟକ

January 15, 2026

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.