Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»11ଟି ସ୍କୁଲର 72ଜଣ ଛାତ୍ରଛାତ୍ରୀଙ୍କୁ କରୋନା : ଏହି ରାଜ୍ୟର ସମସ୍ତ ସ୍କୁଲରେ ହେବ କରୋନା ଟେଷ୍ଟ୍‌
ଆଜିର ଖବର

11ଟି ସ୍କୁଲର 72ଜଣ ଛାତ୍ରଛାତ୍ରୀଙ୍କୁ କରୋନା : ଏହି ରାଜ୍ୟର ସମସ୍ତ ସ୍କୁଲରେ ହେବ କରୋନା ଟେଷ୍ଟ୍‌

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା : ଦେଶର ଯଦିଓ କରୋନା ସଂକ୍ରମଣ ମାମଲାରେ ହ୍ରାସ ଘଟିଛି ତଥାପି କରୋନା ପ୍ରଭାବ ରହିଛି । କରୋନା ପାଇଁ ମାର୍ଚ୍ଚ ମାସରୁ ଦେଶରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ସ୍ଥଳେ ନଭେମ୍ବର ମାସରୁ ଦେଶର କିଛି ଅଂଶରେ ଶିକ୍ଷାନୁଷ୍ଠାନ ଖୋଲିଛି । ପୂର୍ବରୁ କରୋନା ପାଇଁ ରହିଥିବା କଡାକଡି କଟକଣାରେ ମଧ୍ୟ କୋହଳ କରାଯାଇଛି, ଯାହାର ପରିଣାମ ଏବେ ଦେଖିବାକୁ ମିଳିଛି । ନିକଟରେ ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ହୋଇଛି ।

ହରିୟାଣାର ଦୁଇ ସହରରେ କେତେକ ସ୍କୁଲ ବହୁ ଛାତ୍ରଛାତ୍ରୀ ଏବେ କରୋନା ଆକ୍ରାନ୍ତ ହୋଇଛନ୍ତି । 12ଟି ସରକାରୀ ସ୍କୁଲର ପ୍ରାୟ 72ରୁ ଉର୍ଦ୍ଧ୍ବ ପିଲା କରୋନା ସଂକ୍ରମିତ ହୋଇଛନ୍ତି । ଏବେ ରାଜ୍ୟର ସମସ୍ତ ସ୍କୁଲଗୁଡିକରେ କରୋନାଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । କରୋନା ସଂକ୍ରମଣ ଚିହ୍ନଟ ହେବା ପରେ ପ୍ରଶାସନ ସ୍କୁଲକୁ ତିନି ଦିନ ପାଇଁ ବନ୍ଦ ରଖିଛନ୍ତି । ସଂକ୍ରମିତ ବିଦ୍ୟାର୍ଥୀଙ୍କସମେତ ତାଙ୍କ ପରିବାର ଲୋକଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଉଛି । ହରିୟାଣାର ଜିନ୍ଦ ଜିଲ୍ଲାରେ 11ଜଣ ବିଦ୍ୟାର୍ଥୀ ଓ 8 ଜଣ ଶିକ୍ଷକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  କରେନା କଟକଣାରେ କୋହଳ ଯୋଗୁଁ ସଂକ୍ରମଣ ବୃଦ୍ଧି ପାଉଥିବାର ଦେଖାଯାଉଛି ।ହରିୟାଣାରେ ସ୍କୁଲପିଲା କରୋନାରେ ଆକ୍ରାନ୍ତ ହେବା ପରେ ଏହାକୁ ନେଇ ଖଟ୍ଟର ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ ।

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.