Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋ ସଂପଦର ସୁରକ୍ଷା ପାଇଁ ସରକାରଙ୍କ ଅଭିନବ ପଦକ୍ଷେପ, ଗଠନ ହେଲା ଗୋ-କ୍ୟାବିନେଟ
ଆଜିର ଖବର

ଗୋ ସଂପଦର ସୁରକ୍ଷା ପାଇଁ ସରକାରଙ୍କ ଅଭିନବ ପଦକ୍ଷେପ, ଗଠନ ହେଲା ଗୋ-କ୍ୟାବିନେଟ

November 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ, ଗୋ ସଂପଦର ସୁରକ୍ଷା ପାଇଁ ମଧ୍ୟପ୍ରଦେଶ ସରକାର ଏକ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ଗଠନ କରିଛନ୍ତି ଗୋ କ୍ୟାବିନେଟ। ଆଜି ଏ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଏହି ଗୋ କ୍ୟାବିନେଟରେ ପାଞ୍ଚୋଟି ବିଭାଗକୁ ନେଇ ଗଠନ କରାଯାଇଛି। ସେଗୁଡିକ ହେଲା ପଶୁପାଳନ ବିଭାଗ, ପଞ୍ଚାୟତିରାଜ, ଗ୍ରାମୀଣ ବିକାଶ, ରାଜସ୍ବ, ଗୃହ ଏବଂ କିଷାନ କଲ୍ୟାଣ ବିଭାଗ। ଏହି ବିଭାଗର ମନ୍ତ୍ରୀମାନେ ଗୋ କଲ୍ୟାଣ ଉପରେ ବିସ୍ତୁତ ପଦକ୍ଷେପ ନେବେ।

ଏହି ଗୋ କ୍ୟାବିନେଟର ପ୍ରଥମ ବୈଠକ ଆସନ୍ତା 22 ତାରିଖ ଗୋଷ୍ଠମୀ ଦିନ ବସିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି। ତେବେ ଏହା ରାଜ୍ୟ ସଚିବାଳୟରେ ନ ବସି ଗୋ ଅଭ୍ୟୟାରଣ୍ୟ କିମ୍ବା ମାଲାୱାରେ ବସିବ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.