ନୂଆଦିଲ୍ଲୀ : ଦେଶରେ ଗତ 24ଘଣ୍ଟାରେ 45 ହଜାର 576 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 585ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 89 ଲକ୍ଷ 58 ହଜାର 484କୁ ବୃଦ୍ଧି ହୋଇଥିବାବେଳେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1 ଲକ୍ଷ 31 ହଜାର 578 । ଦେଶରେ ଏବେସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 43 ହଜାର 303 ଜଣ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 83 ଲକ୍ଷ 83 ହଜାର 602 ଜଣ । ଦିଲ୍ଲାରେ ବଢୁଥିବା କରୋନା କେସ୍ ବର୍ତ୍ତମାନ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।I