Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାରି ରହିଛି ମିଶନ ରାଣୀ ପର୍ବ
ଆଞ୍ଚଳିକ

ଜାରି ରହିଛି ମିଶନ ରାଣୀ ପର୍ବ

November 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ମିଶନ ରାଣୀ ମା’ ମାରୀୟାଙ୍କ ପବିତ୍ର ନବୀନାର ଦ୍ୱିତୀୟ ଦିନ କୋଭିଡ଼୍ କଟକଣା ନିୟମ ଅନୁଯାୟୀ ମିଶନ ରାଣୀ ମହାଦେବାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଦିବ୍ୟଯଜ୍ଞରେ ବ୍ରହ୍ମପୁର ଧର୍ମାଞ୍ଚଳର ମୁଖ୍ୟଯାଜକ ସଂଜୀବ କୁମାର ନାୟକ, ସହକାରୀ ଯାଜକ ପ୍ରଭୁଦାସ ନାୟକ ଦିବ୍ୟଯଜ୍ଞରେ ଉପସ୍ଥିତ ଥିଲେ। ସହକାରୀ ଯାଜକ ପ୍ରଭୁଦାସ ନାୟକ ଦିବ୍ୟଯଜ୍ଞ ଉତ୍ସର୍ଗ କରିଥିଲେ ଏବଂ ମା’ ମେରୀ ରୋଗୀଙ୍କର ସ୍ୱାସ୍ଥ୍ୟ ଏହି ବିଷୟରେ ଉଦ୍‌ବୋଧନ ଦେଇ ଶ୍ରଦ୍ଧାଳୁମାନଙ୍କୁ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ।

ବ୍ରହ୍ମପୁର ଧର୍ମାଞ୍ଚଳ ଯୀଶୁସ ୟୁଥ୍‌ର ଯୁବଗୋଷ୍ଠୀ, ସଂଗୀତ ଗାୟନ ସହ ଦିବ୍ୟଯଜ୍ଞରେ ସାହାଯ୍ୟ କରିଥିଲେ। ଏହି ଉଦ୍‌ଘାଟନ ନବୀନା ଉତ୍ସବର ଶୃଙ୍ଖଳିତ ଓ ସୁନ୍ଦର ପରିଚାଳନା ନିମନ୍ତେ କୋଭିଡ଼୍ କଟକଣା ନିୟମ ଅନୁଯାୟୀ ଅନୁଷ୍ଠାନର ସେବାଭ୍ରାତା ଓ ସେବାଗ୍ନୀ ଗଣ, ଧର୍ମାଞ୍ଚଳର ପାଳକୀୟ ପରିଷଦର ସଭ୍ୟସଭ୍ୟା ଗଣ ଏବଂ ବିଭିନ୍ନ କମିଟିର ସଦସ୍ୟମାନେ ସହଯୋଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026

ଜର୍ମାନୀରେ ଜେନ-ଜି ଆନ୍ଦୋଳନ ଉଗ୍ର: ୩୪ ସହରରେ ବ୍ୟାପକ ହିଂସା

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.