Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ରାଜ୍ୟରେ ଆଜି ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩୬ ଜଣ ଚିହ୍ନଟ ହୋଇଥିବାବେଳେ ୩୨୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୨ହଜାର ୫୪୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨ ହଜାର ୭୯୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 8 ହଜାର ୮୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୫୯୨ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୭୫୭ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଲୁର  ସର୍ବାଧିକ ୭୫ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ଵରରୁ ୩୪,  ବରଗଡରୁ ୧୨, ଭଦ୍ରକରୁ ୧୯, ବଲାଙ୍ଗିରରୁ ୩୫, କଟକରୁ ୬୭, ଦେବଗଡରୁ ୧, ଢେଙ୍କାନାଳରୁ ୯, ଗଜପତିରୁ ୧,  ଗଞ୍ଜାମରୁ ୧୩, ଜଗତସିଂହପୁରରୁ  ୪୨, ଯାଜପୁରରୁ ୨୭, ଝାରସୁଗୁଡାରୁ ୨୫, କଳାହାଣ୍ଡିରୁ ୩୭, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୨୯, କେଉଁଝରରୁ ୨୬, ଖୋର୍ଦ୍ଧାରୁ ୭୦, କୋରାପୁଟରୁ ୮, ମାଲକାନଗିରିରୁ ୮, ମୟୂରଭଞ୍ଜରୁ ୪୩, ନବରଙ୍ଗପୁରରୁ ୧୦, ନୟାଗଡରୁ ୬, ନୂଆପଡାରୁ ୪୧, ପୁରୀରୁ ୯, ରାୟଗଡାରୁ ୪,  ସମ୍ବଲପୁରରୁ ୩୫, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୪ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025
Latest News

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.