Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭୩ ଜଣ ଚିହ୍ନଟ ହୋଇଥିବାବେଳେ ୨୬୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ହଜାର ୯୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪ ହଜାର ୯୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୩୬୦ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୬୦୮ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୭୭୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ  ସର୍ବାଧିକ ୭୦ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୦, ବାଲେଶ୍ଵରରୁ ୨୧  ବରଗଡରୁ ୨୭, ଭଦ୍ରକରୁ ୭, ବଲାଙ୍ଗିରରୁ ୨୩, ବୌଦ୍ଧରୁ ୪, କଟକରୁ ୩୯, ଦେବଗଡରୁ ୫, ଢେଙ୍କାନାଳରୁ ୧୧, ଗଞ୍ଜାମରୁ ୮, ଜଗତସିଂହପୁରରୁ  ୫୦, ଯାଜପୁରରୁ ୨୯, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୩୩, କେଉଁଝରରୁ ୩୧, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୫, ନବରଙ୍ଗପୁରରୁ ୧୩, ନୟାଗଡରୁ ୫, ନୂଆପଡାରୁ ୪, ପୁରୀରୁ ୯, ରାୟଗଡାରୁ ୪,  ସମ୍ବଲପୁରରୁ ୨୩, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୩ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026

ରନ୍ଧା ମଦ କାରଖାନା ଉପରେ ଚଢ଼ାଉ, ବହୁ ସାମଗ୍ରୀ ସହ ୫ ଗିରଫ

January 15, 2026
Latest News

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026

ମମତା ସରକାରଙ୍କୁ ବଡ଼ ଝଟକା: ED ଅଧିକାରୀଙ୍କ ବିରୁଦ୍ଧରେ FIR ଉପରେ ରୋକ ​​ଲଗାଇଲେ ସୁପ୍ରିମକୋର୍ଟ

January 15, 2026

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026

National Startup Day 2026: ଶୁକ୍ରବାରରେ ଆରମ୍ଭ ହେବ ଷ୍ଟାର୍ଟଅପ ଦିବସ, ଦିଆଯିବ 20 ଟି ପୁରସ୍କାର 

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.