Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଆଇଆଇଏଫ୍‌ଏଲ୍‌ ସଂସ୍ଥା ସୁନା ଲୁଟ୍ ଘଟଣାର ପର୍ଦ୍ଦାଫାଶ 
ଆଜିର ଖବର

କଟକ ଆଇଆଇଏଫ୍‌ଏଲ୍‌ ସଂସ୍ଥା ସୁନା ଲୁଟ୍ ଘଟଣାର ପର୍ଦ୍ଦାଫାଶ 

November 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ନୟାଗଡସ୍ଥିତ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସ କମ୍ପାନିରୁ 20 କୋଟି ଲୁଟ୍‌ର ପର୍ଦ୍ଦାଫାସ୍ ହୋଇଛି। ଏହି ଲୁଟ୍‌ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖିଛି କମିଶନରେଟ୍ ପୁଲିସ। ଏନେଇ ଟ୍ବିନ୍‌ ସିଟି ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ପୁଲିସ କମିଶନର କହିଛନ୍ତି, ଲୁଟ୍ ସୁନା ସହ ବାଇକ ଜବତ କରାଯାଇଛି । ଜାରି ରହିଛି ତଦନ୍ତ ପ୍ରକ୍ରିୟା । ଏହାସହ ଟ୍ୱିନ୍ ସିଟିର ପୋଲିସ ଅଧିକାରୀଙ୍କୁ ପ୍ରଶଂସା କରିଛନ୍ତି ପୋଲିସ କମିଶନର ।

ଗଲା 19 ତାରିଖ ଦିନ କଟକ ନୟାସଡ଼କ ସ୍ଥିତ ଏକ ଘରୋଇ ସଂସ୍ଥାରୁ ହୋଇଥିବା ବଡ଼ ଡକାୟତି ଘଟଣାର ସମସ୍ତ ଅଭିଯୁକ୍ତଙ୍କୁ ଆମେ ଅଟକ ରଖିବା ସହ ବହୁ ପରିମାଣର ଚୋରା ସୁନା ବରାମତ କରିବାରେ ସଫଳ ହୋଇଛୁ I
ଏହି ବଡ଼ ଡ଼କାୟତିକୁ ଅଳ୍ପ କିଛି ଦିନରେ ସମାଧାନ କରି କମିସନରେଟର ଅଫିସରମାନେ ନିଜର ଦକ୍ଷତା ପ୍ରତିପାଦିତ କରିଛନ୍ତି I@dcp_cuttack

— Dr Sudhanshu Sarangi (@SarangiSudhansu) November 24, 2020

ଦେଶର ପ୍ରତ୍ୟେକ ସହର ଏଭଳି ଦକ୍ଷ ପୋଲିସ ଅଫିସରଙ୍କୁ ନେଇ ଗର୍ବିତ ମନେ କରିବା କଥା I
କୋଭିଡ ଲଢେଇ ହେଉ କି ଅପରାଧର ସମାଧାନ କରିବା ହେଉ, ଆମେ ସବୁ ବେଳେ ସାମାଜକୁ ସୁରକ୍ଷା ଦେଇ ଚାଲିବୁ I@cpbbsrctc @DGPOdisha @CMO_Odisha

— Dr Sudhanshu Sarangi (@SarangiSudhansu) November 24, 2020

ସୂଚନାଯୋଗ୍ୟ ନଭେମ୍ବର 20  ଗୁରୁବାର କଟକ ନୟାସଡ଼କସ୍ଥିତ ଆଇଆଇଏଫ୍ଏଲ୍ ନାମକ ଏକ ଫାଇନାନ୍ସ କଂପାନିରୁ ବନ୍ଧୁକ ମୁନରେ ଲୁଟ୍‌ ହୋଇଥିଲା । 20କୋଟିର ଟଙ୍କା ଓ ସୁନା ଲୁଟ୍‌ ହୋଇଥିଲା।  ଲୁଟ୍‌ ଘଟିବା ପରେ କମିଶ‌ନ୍‌ରେଟ୍‌ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଏକ ଟିମ ଗଠନ କରି ର୍ଦୁବୃତ୍ତଙ୍କୁ ଠାବ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Latest News

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.