Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀନଗରରେ ଆତଙ୍କୀ ଆକ୍ରମଣ : ଦୁଇ ଯବାନ ସହିଦ
ଆଜିର ଖବର

ଶ୍ରୀନଗରରେ ଆତଙ୍କୀ ଆକ୍ରମଣ : ଦୁଇ ଯବାନ ସହିଦ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କଶ୍ମୀର ଶ୍ରୀନଗରର ଏଚଏମଟି ଅଞ୍ଚଳରେ ଆତଙ୍କବାଦୀ ସୁରକ୍ଷାବଳକୁ ଟାର୍ଟେଗ୍ କରି ଫାୟାରିଂ କରିଛନ୍ତି । ଏହି ଆତଙ୍କୀ ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି । ସୁରକ୍ଷାବଳ ଏଚଏମଟି ଅଞ୍ଚଳକୁ ଘେରାବନ୍ଦୀ କରି କଡା ଜବାବ ଦେବା ଆରମ୍ଭ କରିଦେଇଛି ।

ଆତଙ୍କବାଦୀଙ୍କ ଗୁଳିରେ ଚାରିଜଣ ଯବାନ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଉଥିବା ବେଳେ ରାସ୍ତାରେ ହିଁ 2ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ଅନ୍ୟ 2ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ବୋଲି କଶ୍ମୀର ଆଇଜି ସୂଚନା ଦେଇଛନ୍ତି। ତେବେ ଆତଙ୍କବାଦୀଙ୍କୁ ଧରିବା ପାଇଁ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଆକ୍ରମଣକାରୀ କାରରେ ଆସିଥିବାବେଳେ  ଏମାନଙ୍କ ମଧ୍ୟରୁ ଦୁଇ ଜଣ ପାକିସ୍ତାନୀ ଏବଂ ଜଣେ ଲୋକାଲ୍ ଆତଙ୍କୀ ବୋଲି ଆଶଙ୍କା କରାଯାଉଥିବା ନେଇ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.